ମହିଳାଙ୍କ ବାଥ୍‌ରୁମ୍‌ରେ ଗୁପ୍ତ କ୍ୟାମେରା ଲଗାଇଥିଲେ ପ୍ଲମ୍ବର ମ୍ୟାନ୍‌, ଆଉ ତା’ ପରେ…

ଲଣ୍ଡନ,୩ା୧୧: ବ୍ରିଟେନର ଜଣେ ମହିଳାଙ୍କ ବାଥ୍‌ରୁମ୍‌ରେ ଜଣେ ୫୭ ବର୍ଷୀୟ ପ୍ଲମ୍ବର ଗୁପ୍ତ କ୍ୟାମେରା ଲଗାଇଥିଲେ। ଏହା ଦ୍ୱାରା ମହିଳାଙ୍କ ସମସ୍ତ ବାଥ୍‌ରୁମ୍‌ ଦୃଶ୍ୟ ଏହି କ୍ୟାମେରାରେ ରେକର୍ଡ କରିଥିଲେ। ଦିନେ ମହିଳାଙ୍କ ନଜର ଏହି କ୍ୟାମେରା ଉପରେ ପଡ଼ିଥିଲା। ଏହା ପରେ ସେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ଲମ୍ବରଙ୍କୁ ଗିରଫ କରିଛି।

ଏହି ଘଟଣା ବ୍ରିଟେନର ନଟିଘମରେ ଘଟିଛି। ଏଠାକାର ୫୭ ବର୍ଷୀୟ ଜେମ୍‌ସ ହୁଲ୍‌ମେ ୨୦୧୮ରେ ମହିଳାଙ୍କ ଘରର ପ୍ଲମ୍ବିଂ କାମ କରୁଥିଲେ। ଏହି ସମୟରେ ସେ ମହିଳାଙ୍କ ବାଥ୍‌ରୁମ୍‌ରେ ଏକ କ୍ୟାମେରା ଲଗାଇଥିଲେ। ଯାହା ମହିଳା ଜଣକ ଜାଣି ପାରି ନ ଥିଲେ। ଦିନେ ମହିଳା ଜଣକଙ୍କ ନଜର ଏହି କ୍ୟାମେରା ଉପରେ ପଡ଼ିଥିଲା। ସେ ସଙ୍ଗେ ସଙ୍ଗେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ କରିଥିଲା। ପରେ ସେ ଜେମ୍‌ସ୍‌ଙ୍କ ଘରେ ପହଞ୍ଚିଥିଲେ। ଏଥିରେ ପୋଲିସ ଯାହା ଜାଣିଲା ଆଶ୍ଚର୍ଯ୍ୟ ହୋଇଗଲା। ତାଙ୍କ ଘରେ ଥିବା କମ୍ପ୍ୟୁଟରରୁ ୩୦୨ ଅଶ୍ଳୀଳ ଫଟୋ ମିଳିଥିଲା। ଆଉ କିଛି ମହିଳାଙ୍କ ବାଥ୍‌ରୁମ୍‌ର ଅଶ୍ଳୀଳ ଫଟୋ ବି ମିଳିଥିଲା। ପୋଲିସ ଜେମ୍‌ସଙ୍କୁ ପଚାରିବାରୁ ସେ ସବୁ ସତକଥା ମାନିଥିଲେ। ସେ କହିଥିଲେ, ତାଙ୍କୁ ମହିଳାଙ୍କ ଅଶ୍ଳୀଳ ଫଟୋ ଦେଖିବାକୁ ଭଲ ଲାଗେ। ତେଣୁ ସେ ଏମିତି ଚୋରାରେ କ୍ୟାମେରା ଲଗାଇଥାନ୍ତି, ଯାହା ଅନ୍ୟମାନେ ଜାଣି ପାରି ନ ଥାନ୍ତି। ଅନ୍ୟପକ୍ଷରେ ଜେମ୍‌ସଙ୍କୁ ୧୨ ମାସ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ଦେବୁ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri