ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶିତ: ପାସହାର ୬୭.୫୬%

ଭୁବନେଶ୍ୱର, ୫।୯(ବ୍ୟୁରୋ) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଚଳିତବର୍ଷ କଳାରେ ପାସ୍‌ ହାର ୧.୬୭% ବଢ଼ିଛି। ଗତବର୍ଷ ପାସ୍‌ ହାର ୬୫.୮୯% ଥିବାବେଳେ ଏଥର ୬୭.୫୬% ପାସ୍‌ ହାର ରହିଛି। ମୋଟ ୨,୧୯,୭୧୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧,୪୮,୪୫୨ଜଣ ପାସ୍‌ କରିଛନ୍ତି। ଯାଜପୁର ଜିଲା ପାଣିକୋଇଲିସ୍ଥିତ ମା’ ତାରିଣୀ ଉଚ୍ଚ ମାଧ୍ୟମିକ ସ୍କୁଲର ଛାତ୍ରୀ ସମ୍ଭାବନା ସାହୁ ରାଜ୍ୟ ଟପ୍ପର ହୋଇଛନ୍ତି। ସେ ୬ଶହ ନମ୍ବରରୁ ୯୧% ଅର୍ଥାତ୍‌ ୫୪୬ ନମ୍ବର ରଖି ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରରୁ ବଡ଼ ଧରଣର ଚୋରି: ହୁଣ୍ଡି ଭାଙ୍ଗି ନେଇଗଲେ ଲକ୍ଷାଧିକ ଟଙ୍କା ସହ ଅଳଙ୍କାର

ରାୟଗଡ଼ା,୧୨।୫: ରାୟଗଡ଼ା ସାଇଲେଶ୍ୱର ମନ୍ଦିରରୁ ଏକ ବଡ଼ ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଇଛନ୍ତି। ମିଳିଥିବର…

ଶହୀଦ ମାଧୋ ସିଂଙ୍କ ଜୀବନୀରେ ଭୁଲ ତଥ୍ୟକୁ ନେଇ ବିଜେଡିର ପ୍ରତିବାଦ, ସରକାରଙ୍କୁ ଦାବିପତ୍ର

ବରଗଡ଼, ୧୨।୫ (ପ୍ରେମାନନ୍ଦ ଖମାରୀ): ଭାରତର ସ୍ୱାଧୀନତା ସଂଗ୍ରାମରେ ବରଗଡ଼ ମାଟିର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଏହି ପରିପ୍ରେକ୍ଷିତରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ…

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଘୁମୁସର ବନଖଣ୍ଡରେ ବଣ୍ଟନ ହେବ ୩୫ ଲକ୍ଷ ଚାରା, ବନ୍ୟପ୍ରାଣୀଙ୍କ ଖାଦ୍ୟ ପାଇଁ ୪୦ ପ୍ରତିଶତ ଫଳନ୍ତି ଚାରା ଲାଗିବ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ରାଜ୍ୟର ଏକ ପୁରାତନ ବନଖଣ୍ଡ । ଏହି ବନଖଣ୍ଡ ୧୮୩୦ ମସିହାରେ ବ୍ରିଟିଶ ଶାସକମାନେ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri