ଭୁବନେଶ୍ୱର,୧୭।୮(ବ୍ୟୁରୋ)-ଆସନ୍ତା ୧୯ରେ ପ୍ରକାଶ ପାଇବ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷା ଫଳ। ୧୯ ତାରିଖ ଦିନ ୧୧ଟା ୩୦ରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇବ। ସେହିପରି ଅଗଷ୍ଟ ୩୧ ପୂର୍ବରୁ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ। ସୋମବାର ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏହି ସୂଚନା ଦେଇଛନ୍ତି।