ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ ୭ ଦିନ ବଢ଼ାଇ ଦିଆଯାଇଛି। ସାମ୍ସ ପ୍ଲାଟ୍‌ଫର୍ମରେ ଯୁକ୍ତ୨ ପାଇଁ ଆବେଦନ କରିବାର ଶେଷ ତାରିଖ ୧୧ ତାରିଖକୁ ଘୁଞ୍ଚାଇ ଦିଆଯାଇଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।
ସେହିଭଳି ଯୁକ୍ତ୨ କଳା ପରୀକ୍ଷା ଫଳ ସଂକ୍ରାନ୍ତରେ ମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଯୁକ୍ତ୨ କଳା ପରୀକ୍ଷାଫଳ ପ୍ରକାଶ ପାଇବାର ତାରିଖ ସ୍ପଷ୍ଟ ହୋଇଯିବ। ସେପ୍ଟେମ୍ବର ପ୍ରଥମ ସପ୍ତାହରେ ହିଁ ଏହି ଫଳାଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri