ଯୁକ୍ତ ୨ ଏକ୍ସ ରେଗୁଲାର ଛାତ୍ରୀଛାତ୍ରଙ୍କ ବିକ୍ଷୋଭ: ମାଟ୍ରିକ ମୂଲ୍ୟ ଆଧାରରେ ମାର୍କ ଦିଅ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମାଟ୍ରିକ ମାର୍କ ଆଧାରରେ ମୂଲ୍ୟାୟନ ଦାବିରେ ସୋମବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସେମାନେ କହିଛନ୍ତି ରେଗୁଲାର ପିଲାଙ୍କୁ ଯଦି ମାଟ୍ରିକ ମୂଲ୍ୟ ଆଧାରରେ ମାର୍କ ଦିଆଗଲା ଆମକୁ କ’ଣ ପାଇଁ ନୁହେଁ। ଆମେ ପାଠ ପଢ଼ା ଛାଡ଼ିଲୁଣି । ହଠାତ ପରୀକ୍ଷା ଦିଅ କହିଲେ କିପରି ଦେବୁ । ଆମକୁ ବି ମାଟ୍ରିକ ଆଧାରରେ ମାର୍କ ଦିଅ, ନଚେତ ଆମେ ହାଇକୋର୍ଟ, ସୁପ୍ରିମ କୋର୍ଟ ଯିବୁ। ସରକାରଙ୍କୁ ଏପରି ଖୋଲାଖୋଲି ଧମକ ଦେଇଛନ୍ତି ଯୁକ୍ତ ୨ ଏକ୍ସ ରେଗୁଲାର ଛାତ୍ରୀଛାତ୍ର।
ଗତ ବର୍ଷ ଅର୍ଥାତ ୨୦୨୦ରେ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପରୀକ୍ଷା ଦେଇପାରିନଥିବା ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକମାନେ ପରିଷଦ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?