ଯୁକ୍ତ ୨ ପରୀକ୍ଷା ତାରିଖ ଘୋଷଣା: ବଡ଼ ସୂଚନା ଦେଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ୱର,୨।୧୨: ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ। ଡିସେମ୍ୱର ୧୫ ତାରିଖ ସୁଦ୍ଧା ଆଡମିଟ କାର୍ଡ ମିଳିବ। ଏନେଇ ସୂଚନା ଦେଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଚଳିତ ବର୍ଷ ବିଜ୍ଞାନରେ ୧ ଲକ୍ଷ ୬ ହଜାର ୩୪୪ ଛାତ୍ରଛାତ୍ରୀ ପଞ୍ଜୀକୃତ ହୋଇଥିବାବେଳେ କଳାରେ ୨ ଲକ୍ଷ ୩୯ ହଜାର ୫୬୧ ଓ ବାଣିଜ୍ୟରେ ୨୨,୮୮୦ ପଞ୍ଜୀକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri