ଯୁକ୍ତ୨ ଇନ୍‌ଷ୍ଟାଣ୍ଟ, ଅପ୍ସନାଲ ପରୀକ୍ଷା ଫଳ ପ୍ରକାଶ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଯୁକ୍ତ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କଳାରେ ପାସ୍‌ହାର ୮୦.୮୪% ଥିବାବେଳେ ବିଜ୍ଞାନରେ ୬୨%, ବାଣିଜ୍ୟରେ ୫୭.୫୫% ଓ ଧନ୍ଦାମୂଳକ ଶିକ୍ଷାରେ ୫୨% ରହିଛି। କଳାରେ ପ୍ରଥମ ଶ୍ରେଣୀରେ ୨୯ଜଣ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୬୪ଜଣ ଦ୍ୱିତୀୟ ଓ ୧୯୪ଜଣ ତୃତୀୟ ଶ୍ରେଣୀରେ ପାସ୍‌ କରିଛନ୍ତି। ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ୭୧ଜଣ, ଦ୍ୱିତୀୟ ଶ୍ରେଣୀରେ ୨୮୭ ଓ ତୃତୀୟ ଶ୍ରେଣୀରେ ୧୬୫ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବାଣିଜ୍ୟରେ ପ୍ରଥମ ଶ୍ରେଣୀରେ ୧୦ଜଣ, ଦ୍ୱିତୀୟରେ ୨୫ ଓ ତୃତୀୟ ଶ୍ରେଣୀରେ ୪୫ ପାସ୍‌ ହୋଇଛନ୍ତି। ସେହିପରି ଯୁକ୍ତ୨ ଅପ୍ସନାଲ ପରୀକ୍ଷାର କଳାରେ ପାସ୍‌ହାର ୫୪.୫୪% ରହିଥିବାବେଳେ ବିଜ୍ଞାନରେ ୮୬.୬୬% ଓ ଧନ୍ଦାମୂଳକରେ ୬୬.୬୭% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ, ୨୭ା୮: ଜଗତ୍‌ସିଂହପୁର ଚାଟରା ବିଶୋଇ ସାହିର ଟୁନି ଦେଈ(୮୩) ୨ ପୁଅ ଓ ଗୋଟିଏ ଝିଅ ଜନ୍ମ କରି ମଧ୍ୟ ଅସହାୟ। କାରଣ...

ଖବରଦାତାଙ୍କ ଗୋଡ଼ରେ ବେଡ଼ି: ବଦଳିଲେ ନୀଳଗିରି ଥାନା ଆଇଆଇସି

ବାଲେଶ୍ୱର ଅଫିସ,୮।୪: ବାଲେଶ୍ୱର ଜିଲା ନୀଳଗିରିର ଖବରଦାତା ଲୋକନାଥ ଦଳେଇଙ୍କୁ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଥାନା ଆଇଆଇସି ଦ୍ରୋପଦୀ ଦାସଙ୍କ ସହ...

ମାଲକାନଗିରି ଜିଲା ଚିକିତ୍ସାଳୟ: ସେବା ଛାଡ଼ି ଟିକ୍‌ଟକ୍‌ରେ ମାତୁଛନ୍ତି ନର୍ସ, ଭିଡିଓ ଭାଇରାଲ

ମାଲକାନଗିରି,୨୬।୬(ସ୍ବ.ପ୍ର.): ସରକାରୀ ଡାକ୍ତରଖାନାରେ ନିୟୋଜିତ ଡାକ୍ତର ତଥା ନର୍ସମାନଙ୍କର ରୋଗୀଙ୍କୁ ଅବହେଳାର ଅନେକ ଘଟଣା ସାମ୍ନାକୁ ଆସିଥିବା ବେଳେ ଏବେ ଶିଶୁମାନେ ଏଥିରୁ ବାଦ୍‌ ପଡ଼ୁନାହାନ୍ତି।...

ପୁଓର ଚିକିଛା ଲାଗି ବାପ୍‌ ବାରଦୁଆର ଘଟନା:ସାହାଯ୍‌ ଲାଗି କଥା ଦେଲେ ବିଧାୟିକା

  ଅତାବିରା, ୧୭।୮ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଚାବିରିପାଲିର ମୂଲ ବାସିନ୍‌ଦା ରାମ ଜାଲକଁର ପୁଓ ଶଙ୍କର ଜାଲ(୮)। ଜନ୍‌ମୁ ଶଙ୍କରର ମଲଦୁଆର...

କରୋନାକୁ ନେଇ ସତର୍କ କରାଇଲେ ଡିଏମ୍‌ଇଟି

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି। ତଥାପି କରୋନା ଭୟ ଏଯାଏ ଯାଇନି, ତେଣୁ ସଚେତନ ରହିବା ଆବଶ୍ୟକ ବୋଲି ଡିଏମ୍‌ଇଟି...

ଲାଞ୍ଚ ନେଇ ଧରାପଡ଼ିଲେ ଏସ୍‌ଡିଏମ୍‌ଓ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍‌ଡିଏମ୍‌ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ ।...

ସିଧାସଳଖ ଅନ୍‌ଲାଇନରେ ପଞ୍ଜୀକୃତ କରିପାରିବେ ଚାଷୀ

ଭୁବନେଶ୍ୱର,୨୮।୯(ବ୍ୟୁରୋ): ରାଜ୍ୟ ସରକାର କିମ୍ବା କୌଣସି ଏଜେନ୍ସିଙ୍କ ବିନା ସହାୟତାରେ ଚାଷୀମାନେ ସିଧାସଳଖ କେନ୍ଦ୍ର ସରକାରଙ୍କ ପିଏମ-କିଷାନ ନିଧି ଯୋଜନାରେ ନିଜକୁ ସାମିଲ କରି ପାରିବେ।...

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି...

Advertisement
Archives

Model This Week