ଆଜି ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର,୧୯।୧୧(ବ୍ୟୁରୋ): ଆଜି ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଫଳ ପ୍ରକାଶ ପାଇବ । ସନ୍ଧ୍ୟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ସିଏଚ୍‌ଏସ୍‌ଇର ଅନୁସାରେ, www.orissaresults.nic.in ୱେବସାଇଟରେ ରେଜଲ୍ଟ ପ୍ରକାଶ ପାଇବ। ଯୁକ୍ତ ଦୁଇ ଅଫ୍‌ଲାଇନ ପରୀକ୍ଷା ଅକ୍ଟୋବର ୧ରୁ ଆରମ୍ଭ ହୋଇ ୧୧ ତାରିଖରେ ସରିଥିଲା। ବିକଳ୍ପ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିଲେ। ୧୩,୦୪୩ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଆବେଦନ କରିଥିଲେ। ୨ଟି ଇଲେକ୍ଟିଭ ସବ୍‌ଜେକ୍ଟ ଓ ମାତୃଭାଷାରେ ପରୀକ୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନ ତାରିଖ ଯେକୌଣସି...

କରୋନା ନେଲା ଆଉ ଏକ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬ ଛୁଇଁଲା

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଖୋର୍ଦ୍ଧା ଜିଲାର। ତାଙ୍କ ବୟସ ୭୦ ବର୍ଷ ବୋଲି...

ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୩୨ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୧୩୧, ରାୟଗଡାରୁ ୧୧୨,...

୧୧ ଡ୍ୟାନ୍ସ ବାର୍‌ରେ ଚଢ଼ାଉ, ରାଜ୍ୟ ବାହାରର ୯୬ ଯୁବତୀ ଉଦ୍ଧାର: କାହିଁକି ତତ୍ପର ହୋଇଉଠିଲା ପୋଲିସ

ଭୁବନେଶ୍ୱର, ୨୮।୭(ବ୍ୟୁରୋ): ରାଜଧାନୀରେ ବେଆଇନ ଭାବେ ଚାଲୁଥିବା ଡ୍ୟାନ୍ସ ବାର୍‌ ଉପରେ ହଠାତ୍‌ ପୋଲିସ ଚଢ଼ାଉ ଆରମ୍ଭ କରିଥିଲା। ଶୁକ୍ରବାର ରାତିରେ କଟକରୋଡ୍‌ରେ ଥିବା ୧୧...

୮ରୁ ଖୋଲିବ ପ୍ଲାନେଟାରିଅମ୍‌

ଭୁବନେଶ୍ୱର,୪।୨(ବ୍ୟୁରୋ): ଆସନ୍ତା ୮ ତାରିଖରୁ ଖୋଲିବ ପ୍ଲାନେଟାରିଅମ୍‌। କୋଭିଡ୍‌ କଟକଣାରେ ଭୁବନେଶ୍ୱରର ପଠାଣୀ ସାମନ୍ତ, ବୁର୍ଲାର ଅବ୍‌ଦୁଲ କାଲାମ ପ୍ଲାନେଟାରିଅମ୍‌ ଖୋଲିବ। ଏଥିସହ ଖଣ୍ଡପଡ଼ାରେ ଥିବା...

ପ୍ରସନ୍ନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ: ପଶ୍ଚିମ ଓଡ଼ିଶାର ବିକାଶ ହେବ ବୋଲି କହି ଆଣିଥିଲ, ମୁଖ୍ୟମନ୍ତ୍ରୀ କାହିଁକି ଛାଡ଼ି ଚାଲିଗଲେ

ଭୁବନେଶ୍ୱର/ବରଗଡ଼ ଅଫିସ,୧୮।୧୦(ବ୍ୟୁରୋ): ଆଉ ତିନି ଦିନ ପରେ ବିଜେପୁର ଉପନିର୍ବାଚନ। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମଙ୍ଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧରିଥିବା...

CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ...

ଓପିଟିସିଏଲ୍‌: ପୂରଣ ହେବ ବିଭିନ୍ନ ନିର୍ଦ୍ଦେଶକ ପଦ,ଦୁର୍ନୀତିକୁ ପ୍ରଶ୍ରୟ ନ ଦେବାକୁ ଦାବି

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ)- ରାଜ୍ୟ ସରକାର ନିକଟରେ ଓପିଟିସିଏଲ୍‌ର ସମସ୍ତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ରହିଥିବା କୌଣସି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି...

Advertisement
Archives

Model This Week