ନିର୍ବାଚନରେ ଯୁକ୍ତ୨ ଛାତ୍ରୀ

ଯାଜପୁର ଅଫିସ,୧୩ା୨: ଚଳିତ ପଞ୍ଚାୟତ ନିର୍ବାଚନରେ ପୂର୍ବ ଅପେକ୍ଷା ଅଧିକ ଯୁବଗୋଷ୍ଠୀ, ଶିକ୍ଷିତ ଯୁବତୀଯୁବକ, ଛାତ୍ରୀଛାତ୍ର ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଦେଖିବାକୁ ମିଳିଛି। ସେଥିମଧ୍ୟରେ ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତର ଚକଗୋପାଳପୁର ଗ୍ରାମର ପଲ୍ଲବୀ ଦେଉରି (୨୧) ମଧ୍ୟ ଅନ୍ୟତମ। ସେ ଦଧିବାମନ ସଂସ୍କୃତ ମହାବିଦ୍ୟାଳୟରେ ଯୁକ୍ତ୨ ପଢ଼ୁଛନ୍ତି। ଜଣେ ରାଜ୍ୟସ୍ତରୀୟ କ୍ରୀଡାବିତ୍‌ ଭାବେ ପରିଚିତ ପଲ୍ଲବୀ ସମିିତି ସଭ୍ୟ ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସାରା ଦେଶରେ ଚକଗୋପାଳପୁର ଗ୍ରାମର ନଁା ରହିଛି। ଏହି ଗ୍ରାମରେ ଦୌଡ଼ରାଣୀ ଦୂତି ଚାନ୍ଦ ଓ ଜାତୀୟସ୍ତରର କ୍ରୀଡାବିତ୍‌ ସରସ୍ବତୀ ଚାନ୍ଦଙ୍କ ଜନ୍ମ। ପଲ୍ଲବୀ ମଧ୍ୟ ଯାଜପୁର ଜିଲା ଓ ରାଜ୍ୟସ୍ତରୀୟ ଆଥଲେଟ୍‌ ଚାମ୍ପିୟନଶିପରେ ଅଂଶ ଗ୍ରହଣ କରି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ...

ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ଅଭିଯୋଗ

ଦେଓଗାଁ, ୩ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବ୍ରାହ୍ଣଣୀଯୋର ପଞ୍ଚାୟତରେ ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନରେ ଅନିୟମିତତା ଅଭିଯୋଗ ହୋଇଛି ା ଅର୍ଥ...

ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା...

ଥାନାରେ ବାଘଛୁଆ

କୋକସରା, ୧୬।୧ (ଡି.ଏନ.ଏ.): କଳାହାଣ୍ଡି ଜିଲା ଆମପାଣି ଘାଟି ରାସ୍ତାରେ ଗତ କିଛିଦିନ ତଳେ ଏକ କଲରାପତରିଆ ବାଘ ଦେଖିବାକୁ ମିଳିଥିବା ବେଳେ ଗୁରୁବାର ରାତି...

ଏୟାରପୋର୍ଟ ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ଏୟାରପୋର୍ଟ ଥାନା ଅଞ୍ଚଳରେ ଜଣେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ ନାବାଳିକାଙ୍କ ଡାକ୍ତରୀ ମାଇନା...

ଜିଓ ଟ୍ୟୁବ୍‌ ୱାଲରେ ଅଗ୍ନିକାଣ୍ଡ : ପ୍ରକଳ୍ପ କଳାକାରନାମାକୁ ଘୋଡାଇବାକୁ ଉଦ୍ୟମ

କେନ୍ଦ୍ରାପଡା ଅଫିସ, ୨୬ା୮:  କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ବେଳାଭୂମିସ୍ଥିତ ଜିଓ ସିନ୍ଥେଟିକ ଟ୍ୟୁବ୍‌ ଓ୍ବାଲରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବା...

କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ଜନ୍ମମାଟି ଯିବେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ: ସମ୍ବର୍ଦ୍ଧନା ନେଇ ପ୍ରସ୍ତୁତି

ସଜାନଗଡ଼, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ରବିବାର ସନ୍ଧ୍ୟାରେ ଜନ୍ମମାଟି ନୀଳଗିରିରେ ପହଞ୍ଚିବେ। ତେବେ...

କାର ଉପରକୁ ପଥରମାଡ଼: ଭୟରେ ଗଛରେ ଗାଡି ପିଟିଦେଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୧।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଗୁଡ଼ିବାଲି ଛକଠାରେ ଦୁର୍ବୃତ୍ତମାନେ ଏକ କାର ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଫଳରେ କାର ଚାଳକ...

Advertisement
Archives

Model This Week