ଯୁକ୍ତ୨ ନାମଲେଖା: ତୃତୀୟ ପର୍ଯ୍ୟାୟରେ ୧୦,୧୫୮ ଛାତ୍ରୀଛାତ୍ର ମନୋନୀତ

ଭୁବନେଶ୍ୱର,୫ା୧୧(ସୁଚିସ୍ମିତା ସାହୁ): ଯୁକ୍ତ୨ ନାମଲେଖାର ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ୧୦,୧୫୮ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧୦,୫୦୨ଜଣ ଆବେଦନ କରିଥିଲେ। ଚୟନ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ କଳା ବିଭାଗରେ ସର୍ବାଧିକ ୬,୦୯୮ ଜଣ ଥିବାବେଳେ ବିଜ୍ଞାନରେ ୨,୩୮୪, ସଂସ୍କୃତରେ ୧,୦୦୦, ବାଣିଜ୍ୟରେ ୫୦୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୭୦ ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରେ ୫,୨୮୮ ଜଣ ଛାତ୍ର ଏବଂ ୪,୮୭୦ ଜଣ ଛାତ୍ରୀ ରହିଛନ୍ତି। ସେହିପରି ୧୦,୧୫୮ ଜଣଙ୍କ ମଧ୍ୟରୁ ୪,୬୬୯ ଜଣ ପ୍ରଥମ ପସନ୍ଦର ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ମନୋନୀତ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ରୁ ଅଧିକ ସନ୍ତାନ ଥିବା ବ୍ୟକ୍ତିଙ୍କୁ ଦଣ୍ଡିତ କରୁଥିବା ଆଇନର ପ୍ରାସଙ୍ଗିକତା ଆଉ ନାହିିଁ

ନୂଆଦିଲ୍ଲୀ, ୫ା୧୧: ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି। ତେଣୁ ୨ରୁ ଅଧିକ…

ଦୀପାବଳିର ଗୋଟିଏ ଦିନ ପୂର୍ବରୁ ଶୁଭ ଯୋଗ: ୪ ରାଶିଙ୍କ ବଢ଼ିବ ଧନ, ଘରକୁ ଆସିବ ଖୁସି ଖବର

ବର୍ଷ 2026 ରେ ଦୀପାବଳି ପର୍ୱ ନଭେମ୍ୱର 8 ତାରିଖରେ ପାଳନ କରାଯିବ। ଏହାର ଠିକ ଗୋଟିଏ ଦିନ ପୂର୍ୱରୁ ଅର୍ଥାତ ନଭେମ୍ୱର 7 ତାରିଖରେ ତୁଳା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ମାସକୁ ମିଳିବ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି, କିଏ ପାଇବେ ଜାଣନ୍ତୁ

ଭୁବନେଶ୍ୱର, ୫।୧୧(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ସେମାନେ ଏଣିକି…

କୋଟିଆରେ ଆନ୍ଧ୍ର ନିର୍ବାଚନ: ନିଜ ସୀମାରେ ବୁଥ୍‌ କଲା ଆନ୍ଧ୍ର

ପଟ୍ଟାଙ୍ଗି, ୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମ ନେରେଡ଼ିବାଲସାରେ ବୁଧବାର ଓଡ଼ିଶାର ୩ପ୍ରମୁଖ ରାଜନୈତିକ ଦଳର କର୍ମୀ ଏକାଠି…

ଅଗ୍ନିବୀରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି

ନୂଆଦିଲ୍ଲୀ, ୫ା୧୧ (ପି.ଟି.): ସେନାର ଅଗ୍ନିପଥ ନିଯୁକ୍ତି ଯୋଜନାରେ କେନ୍ଦ୍ର ସରକାର ବୁଧବାର ଏକ ବଡ଼ଧରଣର ପରିବର୍ତ୍ତନ ଘୋଷଣା କରିଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ, ୪ ବର୍ଷର…

ମିଡ୍‌ଟର୍ମ ପରାଜୟ ପରେ ଜେଡି ଭାନ୍ସଙ୍କ ବଡ଼ ବୟାନ, ଏହି କାରଣରୁ ହାରିଲୁ…

ୱାଶିଂଟନ୍‌,୪ା୧୧: ଇରାନ୍‌ ସହ ଯୁଦ୍ଧ ଆମେରିକାର ରିପବ୍ଲିକାନ୍‌ ପାର୍ଟିର ମଧ୍ୟବର୍ତ୍ତୀ ବା ମିଡ୍‌ଟର୍ମ ନିର୍ବାଚନ ପରାଜୟର ପ୍ରମୁଖ କାରଣ । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ବୁଧବାର…

‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’

ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ…

ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..

ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?