ଜୁନ ୨ରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଯୁକ୍ତ ୨ ଖାତାଦେଖା ଜୁନ ୨ରୁ ଆରମ୍ଭ ହେବ। ରାଜ୍ୟର ସମୁଦାୟ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ମୂଲ୍ୟାୟନ ହେବ। ଏହାବାଦ୍‌ ୩୭ଟି କେନ୍ଦ୍ରରେ ଅନଲାଇନ ମୂଲ୍ୟାୟନ ହେବ । ସମୁଦାୟ ୨ଟି ପର୍ଯ୍ୟାୟରେ ଯୁକ୍ତ ୨ ଖାତା ମୂଲ୍ୟାୟନ କରାଯିବ। ଜୁନ ୨ରୁ ଜୁନ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ । ପରେ ଜୁନ ୧୩ରୁ ୨୨ ଯାଏ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହେବ ।
ସୂଚନାଯୋଗ୍ୟ, ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଯୁକ୍ତ ୨ ପରୀକ୍ଷା ଜୁନ୍‌ ୪ ତାରିଖରେ ସରିବ । ହେଲେ ଏହା ପୂର୍ବରୁ ଜୁନ ୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୦ରେ ଦ୍ୱିଗୁଣା ହେବେ ପ୍ରୋଷ୍ଟେଟ୍ କ୍ୟାନ୍ସର ରୋଗୀ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ) ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ଦିନକୁ ଦିନ ଭୟଙ୍କର ରୂପ ନେଉଛି। ଗବେଷଣା ଅନୁସାରେ ୨୦୧୦ ଓ ୨୦୧୫ରେ ଭାରତରେ ପ୍ରୋଷ୍ଟେଟ୍‌ କ୍ୟାନ୍‌ସରରେ ପୀଡ଼ିତ ରୋଗୀଙ୍କ...

ପରଲୋକରେ ଅର୍ଥନୀତିଜ୍ଞ ବାସୁଦେବ ସାହୁ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବରିଷ୍ଠ ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ତଥା ଅବସରପ୍ରାପ୍ତ ଅର୍ଥନୀତି ପ୍ରଫେସର ବାସୁଦେବ ସାହୁଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ରବିବାର ରାତିରେ ଇହଧାମ ତ୍ୟାଗ...

ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଅଫିସ, ୨୬।୭: ଅନୁଗୋଳ ଜିଲାର ବହୁ ଚର୍ଚ୍ଚିତ କାଙ୍ଗୁଲା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ...

କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର

ଭୁବନେଶ୍ୱର,୨।୧୨(ବ୍ୟୁରୋ)-ଏଣିକି ଆଉ କରୋନା ଆକ୍ରାନ୍ତଙ୍କ ଘରେ ଲଗାଯିବନି ପୋଷ୍ଟର। ଏ ନେଇ ସବୁ ଜିଲାପାଳମାନଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଚିଠି କରିଛନ୍ତି। ରାଜ୍ୟରେ...

ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନକୁ ନେଇ ବିଧାନସଭାରେ ଉଦ୍‌ବେଗ: ଭାଜପା-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ରାଜ୍ୟ ସରକାର କି ପ୍ରସ୍ତୁତି କରିଛନ୍ତି। ରାଜ୍ୟ ସରକାର ଏ ନେଇ ଏକ କମିଟି ଗଠନ କରିଥିଲେ।...

ସେବାଶ୍ରମ ଛାତ୍ରୀ ଗର୍ଭବତୀ ଘଟଣା: ଗିରଫ ହେଲେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ

ଜୟପୁର,୬।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ବ୍ଲକ ଅଞ୍ଚଳ ମଙ୍ଗଳବିଭାଗ ଦ୍ୱାରା ପରିଚାଳିତ ଏକ ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ର ଗର୍ଭବତୀ ହୋଇଥିବା ଜଣାପଡ଼ିଛି। ଏହି...

ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ...

ଦେଶକୁ ଦୁର୍ବଳ କରୁଛି ଭାଜପା

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦେଶରେ ନିଜକୁ ଏକମାତ୍ର ଦେଶପ୍ରେମୀ ଦଳ ବୋଲି କହି ଅନ୍ୟ ଉପରେ ଲଗାତର ଦୋଷାରୋପ କରି ଆସୁଥିବା ଭାରତୀୟ ଜନତା ପାର୍ଟିର ଅସଲମୁଖା ଏବେ...

Advertisement
Archives

Model This Week