Posted inଜାତୀୟ

ରାଜନୈତିକ ଫାଇଦା ପାଇଁ ନିଜକୁ ପଛୁଆ ବର୍ଗରେ ସାମିଲ କରିଛନ୍ତି ମୋଦି: ମାୟାବତୀ

ଲକ୍ଷ୍ନୌ,୨୮।୪: ଅଦର୍‌ ବ୍ୟାକ୍‌ଓ୍ବାର୍ଡ କ୍ଲାସ(ଓବିସି)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜକୁ ସାମିଲ କରିବା ପରେ ଏବେ ଏହାକୁ ନେଇ ଉଠିଛି ଝଡ଼। ତେବେ ରାଜନୈତିକ ଫାଇଦା ପାଇଁ ମୋଦି ନିଜକୁ ଓବିସିରେ ସାମିଲ କରିଥିବା କହିଛନ୍ତି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ। ମୋଦି ଏଭଳି ପଦକ୍ଷେପ ବିରୋଧିଙ୍କୁ ନେଇ କରିଥିବା ବେଳେ ଏବେ କିନ୍ତୁ ସେ ନିଜ ଜାଲରେ ନିଜେ ଫସିଯାଇଛନ୍ତି। ଏହା ବ୍ୟତୀତ ମୋଦି ମୁଲାୟମ ସିଂ ଯାଦବ ଓ ଅଖିଳେଶ ଯାଦବଙ୍କ ଭଳି ଜନ୍ମରୁ ପଛୁଆ ବର୍ଗ ନୁହେଁ ବୋଲି ମାୟାବତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ବିନା ଇଣ୍ଟରନେଟ୍‌ରେ ହେବ UPI ପେମେଣ୍ଟ! ଦ୍ରୁତ ଗତିରେ ଚାଲିଛି…

ନୂଆଦିଲ୍ଲୀ,୨୧।୭: UPI ଭାରତରେ ଡିଜିଟାଲ ପେମେଣ୍ଟର ଦୃଶ୍ୟପଟକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏବେ ଇଣ୍ଟରନେଟ ସଂଯୋଗ ବିନା ମଧ୍ୟ UPI ପେମେଣ୍ଟ କରିବାର ଏକ ଉପାୟ ଖୋଲିବାରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

‘ହୁଏତ ଶିକ୍ଷାମନ୍ତ୍ରୀଙ୍କୁ ଲେଖି ଆସେନି…’; ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ମହୁଆ କହିଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ (NEET) ପେପର ଲିକ୍‌ ମାମଲାକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କ୍ରମାଗତ ଭାବରେ ଉଠୁଛି। ଏହି ପ୍ରସଙ୍ଗରେ କକ୍ରୋଚ ଜନତା ପାର୍ଟି…

ବସ୍‌ଷ୍ଟାଣ୍ଡ୍‌ରୁ ଯୁବତୀଙ୍କୁ ଉଠାଇ ନେଇ ଗଣବଳାତ୍କାର କଲେ ୩ ଯୁବକ: ଆଉ ତା’ପରେ ଘଟିଲା…

ମହୀଶୁର,୨୧।୭: କର୍ନାଟକର ମହୀଶୁର ଜିଲାରେ ପଶ୍ଚିମବଙ୍ଗର ଜଣେ ଯୁବତୀଙ୍କ ସହ ଗଣବଳାତ୍କାର ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରାଯାଇଛି। ମାମଲାର ସତ୍ୟତା ଏବଂ ପୀଡିତାଙ୍କ ଅଭିଯୋଗର ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri