ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ

ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି ସଂକ୍ରମଣ ବଢୁଥିଲେ ବି ଏବେ ଆଉ ମାସ୍କ ପିନ୍ଧିବା ଅବା ସାର୍ବଜନିକ ସ୍ଥାନରେ ଏକ ମିଟର ଦୂରତା ବଜାୟ ରଖିବା ବାଧ୍ୟତାମୂଳକ ହେବ ନାହିଁ । ସେ ଆହୁରି ମଧ୍ୟ କହିଛନ୍ତି ଯେତେବେଳେ ଦେଶରେ ଲକଡାଉନ ସମ୍ପୂର୍ଣ୍ଣ ରୁପେ ଉଠାଇ ଦିଆଯିବ ସେତେବେଳେ କୋଭିଡ କଟକଣା ମାନିବା ବ୍ୟକ୍ତିଗତ ହୋଇଯିବ । ଏହା ବ୍ୟକ୍ତିଙ୍କ ଇଚ୍ଛା ଉପରେ ନିର୍ଭର କରିବ । ଜୁଲାଇ ୧୯ରେ କୋଭିଡ ପ୍ରତିବନ୍ଧକ ଉଠାଇ ଦେବାକୁ ଥିବା ବେଳେ ଚୁଡାନ୍ତ ନିଷ୍ପତ୍ତି ଜୁଲାଇ ୧୨ରେ ନିଆଯିବ । ସୂଚନାଯୋଗ୍ୟ, ଏବେ ସୁଦ୍ଧା କରୋନା ସଂକ୍ରମଣରେ ବ୍ରିଟେନରେ ୧,୨୮,୦୦୦ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ଯାହା ପଶ୍ଚିମ ୟୁରୋପର ସବୁଠାରୁ ଅଧିକ । ଅନ୍ୟପଟେ ଏବେ ଦେଶରେ ଡେଲ୍ଟା ଭାଇରସ ସଂକ୍ରମଣ ବୃଦ୍ଧି ପାଉଥିଲେ ବି ସରକାର ଲକଡାଉନ୍ ଉଠାଇ ଦେବାକୁ ଚିନ୍ତା କରିଥିବା ସୂଚନା ମିଳିଛି । ଏବେ ସାଧାରଣ ଜନତାଙ୍କ ଜୀବନ ସମାନଙ୍କ ହାତରେ ବୋଲି କୁହାଯାଉଉି ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?