Posted inଜାତୀୟ

ପଞ୍ଚିମବଙ୍ଗ ନିର୍ବାଚନୀ ପ୍ରଚାର ବାତିଲ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୪: କୋଭିଡ ସ୍ଥିତିର ସମୀକ୍ଷା ପାଇଁ ଶୁକ୍ରବାର ବସିବାକୁ ଯାଉଛି ଏକ ଉଚ୍ଚସ୍ତରୀୟ ବୈଠକ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପଞ୍ଚିମବଙ୍ଗ ଗସ୍ତ ସହ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମକୁ ବାତିଲ କରିଥିବା ଗୁରୁବାର ଟୁଇଟ କରି ଏହି ସୂଚନା ଦେଇଛନ୍ତି। ପଞ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ପ୍ରଥମ ଥର ପାଇଁ ପଞ୍ଚିମବଙ୍ଗ ଗସ୍ତକୁ ବାତିଲ କରିଛନ୍ତି। ସୂଚନା ଯୋଗ୍ୟ, ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ୪ଟି ନିର୍ବାଚନୀ ସଭାରେ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri