ଭାକ୍ସିନ୍‌ କିଣା-ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ସ୍ଥାପନରେ ଖର୍ଚ୍ଚ ହେଉ ପିଏମ୍‌ କେୟାର୍ସ ଫଣ୍ଡ୍‌: ସୁପ୍ରିମ୍‌କୋର୍ଟରେ ଆବେଦନ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଭାକ୍ସିନ୍‌ କିଣାଯାଇ ସମସ୍ତଙ୍କୁ ଟିକା ଦେବା ସହିତ ଦେଖାଦେଇଥିବା ଅକ୍ସିଜେନ ଅଭାବ ପୂରଣ ଲାଗି ପିଏମ୍‌ କେୟାର୍ସ ଫଣ୍ଡକୁ ଖର୍ଚ୍ଚ କରାଯାଉ ବୋଲି ସୁପ୍ରିମ୍‌କୋର୍ଟରେ ଏକ ଆବେଦନ କରାଯାଇଛି। ସର୍ବୋଚ୍ଚ ନ୍ୟାୟାଳୟ ଏନେଇ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନରେ ଉଲ୍ଲେଖ କରାଯାଇଛି। ଆଇନଜୀବୀ ବିପ୍ଳବ ଶର୍ମାଙ୍କ ପକ୍ଷରୁ ଏହି ଆବେଦନ କରାଯାଇଛି। ସୂଚନାଯୋଗ୍ୟ, ଦେଶରେ ଦେଖାଦେଇଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ୨୦୨୦ ମାର୍ଚ୍ଚ ୨୭ରେ ପିଏମ୍‌ କେୟାର୍ସ ଫଣ୍ଡ୍‌ ଗଠନ ହୋଇଥିଲା। ଫଣ୍ଡ ଗଠନ ହେବା ପରଠାରୁ ଏହାର ଅଡ଼ିଟ୍‌ ନ କରାଯିବାରୁ ବିରୋଧୀ ଦଳ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିପାଇଁ ଜଣେ ଅଡିଟରଙ୍କୁ ସରକାରଙ୍କ ପକ୍ଷରୁ ନିଯୁକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଏମ୍‌ୟୁରେ କରୋନା ତାଣ୍ଡବ: ୨୨ ଦିନରେ ୧୯ ପ୍ରଫେସରଙ୍କ ମୃତ୍ୟୁ…

ଅଲିଗଡ଼,୧୩।୫: କକରୋନା ମହାମାରୀ ସଂକ୍ରମଣ ଯୋଗୁ ଅଲିଗଡ଼ ମୁସଲିମ୍‌ ୟୁନିଭରସିଟି(ଏଏମ୍‌ୟୁ)ରେ ଆତଙ୍କ ସୃଷ୍ଟି ହୋଇଛି। ଗତ ୨୨ ଦିନମଧ୍ୟରେ ୧୯ ଜଣ ପ୍ରଫେସରଙ୍କ ମୃତ୍ୟୁ କରୋନାରେ...

ସୁଇସାଇଡ୍‌ ନୋଟ୍‌ରେ ଚିଦାମ୍ବରମଙ୍କ ନାଁ ଲେଖି ଆତ୍ମହତ୍ୟା କଲେ ପୂର୍ବତନ ବାୟୁସେନା କର୍ମଚାରୀ

ପ୍ରୟାଗରାଜ,୯।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଜଣେ ୫୫ ବର୍ଷୀୟ ପୂର୍ବତନ ବାୟୁସେନା କର୍ମଚାରୀ ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରୁଥିବା ବେଳେ ରବିବାର ଆତ୍ମହତ୍ୟା...

‘ରାମାୟଣ’, ‘ମହାଭାରତ’କୁ ନେଇ ଟିଆର୍‌ପି ଦୌଡରେ ଦୁଇ ଘରୋଇ ଚ୍ୟାନେଲ

ନୂଆଦିଲ୍ଲୀ,୪।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା ପୁରୁଣା ଧାରାବାହିକ ‘ରାମାୟଣ’ ଓ ‘ମହାଭାରତ’। ଦର୍ଶକେ ଏହାକୁ...

ଚାଲିପାରୁ ନ ଥିଲେ ସ୍ବାମୀ, ପିଠିରେ ବୋହି ଷ୍ଟେଶନ ନେଲେ ସ୍ତ୍ରୀ

କରୋନା ମହାମାରୀ ସଙ୍କଟ ବେଳେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢିବାକୁ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକ...

ମୋଦିଙ୍କୁ ବିରୋଧ ପଡ଼ିଲା ମହଙ୍ଗା,ପଦବୀ ଯିବା ପରେ ଏବେ ସତ୍ୟପାଲଙ୍କୁ ସିବିଆଇର ପଚରାଉଚରା…

ନୂଆଦିଲ୍ଲୀ,୮।୧୦ : ପଦବୀ ଯିବାପରେ ଦିଲ୍ଲୀର ସିବିଆଇ ମୁଖ୍ୟାଳୟରେ ପୂର୍ବତନ ମେଘାଳୟର ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ସିବିଆଇ ପଚରାଉଚରା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବହୁଥର...

୫ମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଦିଲ୍ଲୀର ସମସ୍ତ ସ୍କୁଲ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ

ନୂଆଦିଲ୍ଲୀ,୫।୩: କରୋନା ଭାଇରସ ଏବେ ଭାରତରେ ଧୀରେ ଧୀରେ ପାଦ ରଖିବା ଆରମ୍ଭ କରିଛି। ଗୁରୁବାର ସୁଦ୍ଧା କରୋନା ଭାଇରସରେ ୩୦ ଜଣ ଆକ୍ରାନ୍ତ ହୋଇଥିବା...

ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କ ପରଲୋକ

କୋଲକାତା,୧୫ା୨: ଇଣ୍ଡିଆନ ରକ୍‌ ବ୍ୟାଣ୍ଡ୍‌ ‘ପରିକ୍ରମା’ର ମୁଖ୍ୟ ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କର ଶୁକ୍ରବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ତାଙ୍କର ଅକାଳ...

ଆବର୍ଜନାକୁ ନେଇ ରାଜନୀତି, ଏଏପି-ଭାଜପା କର୍ମୀ ମୁହାଁମୁହିଁ, କେଜ୍ରିଓ୍ବାଲଙ୍କ ପରିଦର୍ଶନକୁ ବିରୋଧ…

ନୂଆଦିଲ୍ଲୀ,୨୭।୧୦ : ଦିଲ୍ଲୀରେ ଆବର୍ଜନାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏନେଇ ଏଏପି-ଭାଜପା କର୍ମୀ ମୁହାଁମୁହିଁ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗୁରୁବାର ପୂର୍ବ ଦିଲ୍ଲୀର...

Advertisement
Archives

Model This Week