Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଏମ୍‌ପିମାନେ ନେବେ କରୋନା ଟିକା!

ନୂଆଦିଲ୍ଲୀ,୨୧ ।୧: ଦେଶରେ କରୋନା ବିରୋଧରେ ଲଢିବାକୁ ଭ୍ୟାକ୍ସିନେଶନ ପ୍ରୋଗ୍ରାମ ଆରମ୍ଭ ହୋଇସାରିଛି । ଭ୍ୟାକ୍ସିନେଶନର ପ୍ରଥମ ପର୍ଯ୍ୟାୟରେ ହେଲ୍‌ଥ ୱାର୍କର ଓ ଫ୍ରଣ୍ଟ ଲାଇନ୍ ୱାର୍କରଙ୍କୁ ସ୍ଥାନ ଦିଆଯାଇଥିଲା । ଏବେ ଶୁଣିବାକୁ ମିଳିଛି କି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଏମ୍‌ପି ଓ ଅନ୍ୟ ରାଜନେତାଙ୍କୁ ଟିକା ଦିଆଯାଇପାରେ । ତେବେ ଯେଉଁ ଏମ୍‌ପି ଓ ବିଧାୟକଙ୍କ ବୟସ ଅଧିକ ହୋଇଯାଇଛି ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ହୋଇଛନ୍ତି । ଏବେ ଦେଶରେ ଥିବା ଅଧିକାଂଶ ରାଜନେତାଙ୍କ ବୟସ ୮୦ ବର୍ଷରୁ ଅଧିକ । ଅନ୍ୟପଟେ ଭ୍ୟାକ୍ସିନେଶନ ତାଲିକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମମୋହନ ସିଂ ଓ ଏଚ୍ ଡି ଦେବେଗୌଡାଙ୍କ ନାମ ଆସୁଥିବା ଜଣାପଡିଛି । ସୂଚନାଯୋଗ୍ୟ, ପୂର୍ବରୁ ସରକାର ସ୍ପଷ୍ଟ କରିଥିଲେ କି ଭ୍ୟାକ୍ସିନେଶନ କିଛି ପର୍ଯ୍ୟାୟରେ ହେବ । ଅନୁମାନ କରାଯାଉଛି କି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆସନ୍ତା ଏପ୍ରିଲ ମାସରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri