Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଏମ୍‌ପିମାନେ ନେବେ କରୋନା ଟିକା!

ନୂଆଦିଲ୍ଲୀ,୨୧ ।୧: ଦେଶରେ କରୋନା ବିରୋଧରେ ଲଢିବାକୁ ଭ୍ୟାକ୍ସିନେଶନ ପ୍ରୋଗ୍ରାମ ଆରମ୍ଭ ହୋଇସାରିଛି । ଭ୍ୟାକ୍ସିନେଶନର ପ୍ରଥମ ପର୍ଯ୍ୟାୟରେ ହେଲ୍‌ଥ ୱାର୍କର ଓ ଫ୍ରଣ୍ଟ ଲାଇନ୍ ୱାର୍କରଙ୍କୁ ସ୍ଥାନ ଦିଆଯାଇଥିଲା । ଏବେ ଶୁଣିବାକୁ ମିଳିଛି କି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଏମ୍‌ପି ଓ ଅନ୍ୟ ରାଜନେତାଙ୍କୁ ଟିକା ଦିଆଯାଇପାରେ । ତେବେ ଯେଉଁ ଏମ୍‌ପି ଓ ବିଧାୟକଙ୍କ ବୟସ ଅଧିକ ହୋଇଯାଇଛି ଓ ଅନ୍ୟାନ୍ୟ ରୋଗରେ ପୀଡ଼ିତ ହୋଇଛନ୍ତି । ଏବେ ଦେଶରେ ଥିବା ଅଧିକାଂଶ ରାଜନେତାଙ୍କ ବୟସ ୮୦ ବର୍ଷରୁ ଅଧିକ । ଅନ୍ୟପଟେ ଭ୍ୟାକ୍ସିନେଶନ ତାଲିକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମମୋହନ ସିଂ ଓ ଏଚ୍ ଡି ଦେବେଗୌଡାଙ୍କ ନାମ ଆସୁଥିବା ଜଣାପଡିଛି । ସୂଚନାଯୋଗ୍ୟ, ପୂର୍ବରୁ ସରକାର ସ୍ପଷ୍ଟ କରିଥିଲେ କି ଭ୍ୟାକ୍ସିନେଶନ କିଛି ପର୍ଯ୍ୟାୟରେ ହେବ । ଅନୁମାନ କରାଯାଉଛି କି ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆସନ୍ତା ଏପ୍ରିଲ ମାସରେ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri