Posted inଜାତୀୟ

ପ୍ରଧାନମନ୍ତ୍ରୀ ଗାଳିଖାଇ କାନ୍ଦୁଛନ୍ତି, ମୋ ଭାଇ ଛାତିରେ ଗୁଳିବିଦ୍ଧ ପାଇଁ ପ୍ରସ୍ତୁତ, ରାହୁଲଙ୍କ ଠାରୁ କିଛି ଶିଖନ୍ତୁ: ପ୍ରିୟଙ୍କା…

ନୂଆଦିଲ୍ଲୀ,୩୦।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୯୧ ଗାଳି ଦିଆଯାଇଥିବା ମନ୍ତବ୍ୟର ଜବାବ କଂଗ୍ରେସ ଦେଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରୟଙ୍କା ଗାନ୍ଧୀ ଭଦ୍ରା ରବିବାର କହିଛନ୍ତି। ମୋଦି ଦେଶର ଜଣେ ଏଭଳି ପ୍ରଥମ ପ୍ରଧାନମନ୍ତ୍ରୀ ଯିଏକି ଗାଳିଖାଇ ଲୋକଙ୍କ ସମ୍ମୁଖରେ କାନ୍ଦୁଛନ୍ତି।

ସାର୍ବଜନୀକ ଜୀବନରେ ଏଭଳି କଥା ସହିବାର ଶକ୍ତି ଦେଖାଇବା ଜରୁରୀ। ମୋ ଭାଇ ରାହୁଲ ଗାନ୍ଧୀ ଛାତିରେ ଗୁଳି ବିଦ୍ଧ ପାଇଁ ମଧ୍ୟ ପ୍ରସ୍ତୁତ। ଏହା ଆମ ପରିବାର ସାହାସ। ମୋଦି ରାହୁଲଙ୍କଠାରୁ ଏହା ଶିକ୍ଷା କରିବା ଆବଶ୍ୟକ।

ଦେଶର ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶ ପାଇଁ ଗୁଳି ବିଦ୍ଧ ହୋଇଥିଲେ। ରାଜୀବ ଗାନ୍ଧୀ ଦେଶ ପାଇଁ ଜୀବନ ଦେଇଥିଲେ। ପି.ଭି. ନରସିଂହ ରାଓ ଏବଂ ମନମୋହନ ସିଂ ଦେଶର ବିକାଶ ପାଇଁ ବହୁ ପରିଶ୍ରମ କରିଥିଲେ। କିନ୍ତୁ ମୋଦି ଏହାର ସମ୍ପୂର୍ଣ୍ଣ ବିପରୀତ ଅଟନ୍ତି। ସେ ଲୋକଙ୍କ ଦୁଃଖ ଶୁଣିବା ପରିବର୍ତ୍ତେ ସେମାନଙ୍କ ଆଗରେ ନିଜ ସମସ୍ୟା ବଖାଣୁଛନ୍ତି।

ମୋ ପରିବାରକୁ ଭାଜପା ନେତାଙ୍କ ପକ୍ଷରୁ ଦିଆଯାଇ ଥିବା ପ୍ରକାଶ କଲେ ଏକ ବଡ଼ ବହି ହେବ ବୋଲି ପ୍ରିୟଙ୍କା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

ମିଳିନି ଧାନବିକ୍ରି ଟୋକନ:ଇଚ୍ଛାମୃତ୍ୟୁ ଆବେଦନ କଲେ ଚାଷୀ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ): ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଯାଇଛି। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀଙ୍କୁ ଗତ ରବିରେ ଅମଳ ଧାନ ବିକ୍ରି ପାଇଁ ଟୋକନ ମିଳିପାରି…

ଟଙ୍କା ଦେଣନେଣ କାରବାରରୁ ହତ୍ୟା, ଧରାପଡ଼ିଲେ ଅଭିଯୁକ୍ତ

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ କେନାଲରୁ ବାହାରିଥିବା ରେଶମ ପ୍ରଶାଖା କେନାଲ ବ୍ରିଜ୍‌ ନିକଟରୁ ରବିବାର ଜବତ ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri