Posted inଜାତୀୟ

‘ମନ କି ବାତ୍‌’ରେ ମୋଟାପଣ କମାଇବାକୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୨: ‘ମନ କି ବାତ୍‌’ରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା ଏଆଇରେ ମଧ୍ୟ ସଫଳତା ମିଳିଛି। ପ୍ୟାରିସରେ ଏଆଇକୁ ନେଇ ଭାରତକୁ ଅନେକ ପ୍ରଶଂସା ମିଳୁଛି।

‘ମନ କି ବାତ୍‌’ ସମୟରେ ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି, ଚଳିତବର୍ଷ ମହିଳା ଦିବସରେ ନାରୀଶକ୍ତିକୁ ଅଧିକ ଗୁରୁତ୍ୱ ଦିଆଯିବ। ମାର୍ଚ୍ଚ ୮ ରେ ଜାତୀୟ ମହିଳା ଦିବସ ପାଳନ ଅବସରରେ ମହିଳାମାନଙ୍କୁ ପ୍ରେରଣା ଦେବା ପାଇଁ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହସ୍ତାନ୍ତର କରିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଏଥର ମହିଳା ଦିବସରେ ମୁଁ ଆମର ମହିଳା ଶକ୍ତି ପାଇଁ ଉତ୍ସର୍ଗୀକୃତ ପଦକ୍ଷେପ ନେଉଛି। ଏହି ବିଶେଷ ଉତ୍ସବରେ ମୁଁ ମୋର ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ଏବଂ ଇନଷ୍ଟାଗ୍ରାମକୁ ଆମ ଦେଶର କିଛି ପ୍ରେରଣାଦାୟକ ମହିଳାଙ୍କୁ ହସ୍ତାନ୍ତର କରିବି। ଏମାନେ ହେଉଛନ୍ତି ମହିଳା ଯେଉଁମାନେ ନିଜ କ୍ଷେତ୍ରରେ ଉତ୍କର୍ଷତା ଆଣିଛନ୍ତି ଏବଂ ସମାଜରେ ଏକ ଭିନ୍ନ ଚିହ୍ନ ସୃଷ୍ଟି କରିଛନ୍ତି। ମାର୍ଚ୍ଚ ୮ ରେ ସେମାନେ ସେମାନଙ୍କର କାର୍ଯ୍ୟ ଏବଂ ଅଭିଜ୍ଞତା ଦେଶ ସହ ବାଣ୍ଟିବେ।

ଏଥିସହ ‘ମନ କି ବାତ୍‌’ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ର ଦେଇଛନ୍ତି। ସେ କହିଛନ୍ତି, ଏବେ ଯୁବପିଢିଙ୍କ ଭିତରେ ମୋଟାପଣ ଏକ ବଡ଼ ସମସ୍ୟା ହେଲାଣି। ମୋଟାପଣ କମାଇବାକୁ ହେଲେ ଆମକୁ ଖାଦ୍ୟରେ ପରିବର୍ତ୍ତନ ଜରୁରୀ।ପ୍ରତିଦିନ ଖାଦ୍ୟରେ କମ ତେଲ ଖାଇବାକୁ ଚେଷ୍ଟା କରନ୍ତୁ।ଖାଦ୍ୟରେ ତେଲ ପରିମାଣ ୧୦ ପ୍ରତିଶତ କମାନ୍ତୁ। ନିଜେ କମାଇବା ସହ ୧୦ ଜଣଙ୍କୁ କମାଇବାକୁ ପରାମର୍ଶ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri