Posted inଜାତୀୟ

‘ମନ କି ବାତ୍‌’ରେ ମୋଟାପଣ କମାଇବାକୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୨: ‘ମନ କି ବାତ୍‌’ରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତକୁ ବିଜ୍ଞାନ ଓ ମହାକାଶ ଛଡ଼ା ଏଆଇରେ ମଧ୍ୟ ସଫଳତା ମିଳିଛି। ପ୍ୟାରିସରେ ଏଆଇକୁ ନେଇ ଭାରତକୁ ଅନେକ ପ୍ରଶଂସା ମିଳୁଛି।

‘ମନ କି ବାତ୍‌’ ସମୟରେ ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି, ଚଳିତବର୍ଷ ମହିଳା ଦିବସରେ ନାରୀଶକ୍ତିକୁ ଅଧିକ ଗୁରୁତ୍ୱ ଦିଆଯିବ। ମାର୍ଚ୍ଚ ୮ ରେ ଜାତୀୟ ମହିଳା ଦିବସ ପାଳନ ଅବସରରେ ମହିଳାମାନଙ୍କୁ ପ୍ରେରଣା ଦେବା ପାଇଁ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ହସ୍ତାନ୍ତର କରିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଏଥର ମହିଳା ଦିବସରେ ମୁଁ ଆମର ମହିଳା ଶକ୍ତି ପାଇଁ ଉତ୍ସର୍ଗୀକୃତ ପଦକ୍ଷେପ ନେଉଛି। ଏହି ବିଶେଷ ଉତ୍ସବରେ ମୁଁ ମୋର ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ଏବଂ ଇନଷ୍ଟାଗ୍ରାମକୁ ଆମ ଦେଶର କିଛି ପ୍ରେରଣାଦାୟକ ମହିଳାଙ୍କୁ ହସ୍ତାନ୍ତର କରିବି। ଏମାନେ ହେଉଛନ୍ତି ମହିଳା ଯେଉଁମାନେ ନିଜ କ୍ଷେତ୍ରରେ ଉତ୍କର୍ଷତା ଆଣିଛନ୍ତି ଏବଂ ସମାଜରେ ଏକ ଭିନ୍ନ ଚିହ୍ନ ସୃଷ୍ଟି କରିଛନ୍ତି। ମାର୍ଚ୍ଚ ୮ ରେ ସେମାନେ ସେମାନଙ୍କର କାର୍ଯ୍ୟ ଏବଂ ଅଭିଜ୍ଞତା ଦେଶ ସହ ବାଣ୍ଟିବେ।

ଏଥିସହ ‘ମନ କି ବାତ୍‌’ ଯୁବପିଢ଼ିଙ୍କୁ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟମନ୍ତ୍ର ଦେଇଛନ୍ତି। ସେ କହିଛନ୍ତି, ଏବେ ଯୁବପିଢିଙ୍କ ଭିତରେ ମୋଟାପଣ ଏକ ବଡ଼ ସମସ୍ୟା ହେଲାଣି। ମୋଟାପଣ କମାଇବାକୁ ହେଲେ ଆମକୁ ଖାଦ୍ୟରେ ପରିବର୍ତ୍ତନ ଜରୁରୀ।ପ୍ରତିଦିନ ଖାଦ୍ୟରେ କମ ତେଲ ଖାଇବାକୁ ଚେଷ୍ଟା କରନ୍ତୁ।ଖାଦ୍ୟରେ ତେଲ ପରିମାଣ ୧୦ ପ୍ରତିଶତ କମାନ୍ତୁ। ନିଜେ କମାଇବା ସହ ୧୦ ଜଣଙ୍କୁ କମାଇବାକୁ ପରାମର୍ଶ ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri