Posted inଜାତୀୟ

PM Kisan: ଚାଷୀଙ୍କ ପାଇଁ ଖୁସି ଖବର, ଏହିଦିନ ଆସିବ ପିଏମ କିସାନ ଟଙ୍କା

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ହିତାଧିକାରୀ ଚାଷୀଙ୍କ ପାଇଁ ବଡ ଖୁସି ଖବର । ଖୁବଶୀଘ୍ର ଆକାଉଣ୍ଟକୁ ଆସିବାକୁ ଯାଉଛି ଟଙ୍କା । କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କ ଆକାଉଣ୍ଟକୁ ଯିବ ସହାୟତା ରାଶି । ଚାଷୀଙ୍କ ଆକାଉଣ୍ଟକୁ ପୂର୍ବରୁ ପିଏମ କିସାନ ସମ୍ମାନ ନିଧି ଯୋଜନା (PM Kisan Samman Nidhi Scheme)ର ୧୫ଟି କିସ୍ତି ଟଙ୍କା ଆସି ସାରିଛି । ତେବେ ୧୬ତମ କିସ୍ତିକୁ ନେଇ ବଡ ଖବର ସାମ୍ନାକୁ ଆସିଛି ।

ରିପୋର୍ଟ ଅନୁଯାୟୀ, ୧୬ ତମ କିସ୍ତି ଟଙ୍କା ଖୁବଶୀଘ୍ର ଚାଷୀଙ୍କ ଆକାଉଣ୍ଟକୁ ଆସିବାକୁ ଯାଉଛି । ସରକାର ଏଥିପାଇଁ ତାରିଖ ଘୋଷଣା କରିଛନ୍ତି। ପ୍ରତ୍ୟେକ ଥର ପରି ଏଥର କୃଷକଙ୍କ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ହେବ। ଆସନ୍ତା ଫେବୃଆରୀ ୨୮ରେ PM Kisanର ୧୬ ତମ କିସ୍ତି ଦିଆଯିବ। ଦେଶର ୮ କୋଟି ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ଯିବ। ସିଧାସଳଖ DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟରେ ଜମା ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

ମଣିଷଙ୍କ ମୁହଁ ଦେଖି ଆବେଗ ବୁଝିପାରନ୍ତି କୁକୁର

ବର୍ଲିନ,୧୨।୮(ରଏଟର୍ସ): କୁକୁର ମଣିଷର ଅତ୍ୟନ୍ତ ବିଶ୍ୱସ୍ତ ବୋଲି କୁହାଯାଇଥାଏ। ତେବେ ନିକଟରେ ୟୁନିଭର୍ସିଟି ଅଫ୍‌ ଭିଏନାର ଗବେଷକମାନେ କରିଥିବା ଏକ ଗବେଷଣାରୁ ଜଣାପଡ଼ିଛି, କୁକୁରମାନେ ଲୋକଙ୍କ ମୁହଁ…

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ଭିତରେ ବସିଥିଲେ ୨୨୪ ଯାତ୍ରୀ: ହଠାତ୍‌ ମଝି ଆକାଶରେ ଫେଲ ହେଲା ଇଣ୍ଡିଗୋ ଇଞ୍ଜିନ, ତା’ପରେ…

ନୂଆଦିଲ୍ଲୀ,୧୨।୮: ଏୟାର ଇଣ୍ଡିଆର ଫ୍ଲାଇଟରେ ଟରବୁଲେନ୍ସ ପରେ ଇଣ୍ଡିଗୋର ଫ୍ଲାଇଟ ଇଞ୍ଜିନ ଫେଲ ହେବାର ମାମଲା ସାମ୍ନାକୁ ଆସିଛି। ଉଭୟ ମାମଲାରେ ଫ୍ଲାଇଟ ଦୁର୍ଘଟଣାର ଶିକାର ହେବାରୁ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri