PM KISAN: ଖାତାକୁ ଆସିଲା ଟଙ୍କା

ନୂଆଦିଲ୍ଲୀ,୨୯।୨: ଚାଷୀଙ୍କ ପାଇଁ ଖୁସି ଖବର । ଖାତାକୁ ଆସିଲା ଟଙ୍କା । PM KISAN ଯୋଜନାରେ କୋଟି କୋଟି ଚାଷୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା। ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ଅଧିନରେ ହିତାଧିକାରୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ କେନ୍ଦ୍ର ସରକାର । ଦେଶର କୋଟି କୋଟି ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ଆସିଛି। ଏହିପରି ଭାବେ ଦେଶର ମୋଟ ୯ କୋଟି ଚାଷୀଙ୍କ ଆକାଉଣ୍ଟକୁ ଆସିଛି ଟଙ୍କା । ସିଧାସଳଖ DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟରେ ଜମା ହୋଇଛି ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ PM Kisan Samman Nidhi Scheme ର ୧୬ତମ କିସ୍ତି ଆସିଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ମୋଦି ଆସନ୍ତା ଫେବୃଆରୀ ୨୮ରେ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୪,୦୦୦ ଟଙ୍କା ଖୁଚୁରା ଧରି ନାମାଙ୍କନ ପତ୍ର ଦାଖଲ କରିବାକୁ ଆସିଲେ ପ୍ରାର୍ଥୀ: କର୍ମଚାରୀ ନୟାନ୍ତ

ଭୋପାଳ,୧୫।୪: ଭୋପାଳ ଲୋକ ସଭା ଆସନ ପାଇଁ ନାମାଙ୍କନ ପ୍ରକ୍ରିୟା ଏପ୍ରିଲ ୧୯ ପର୍ଯ୍ୟନ୍ତ ଜାରି ରହିବ। ଦୁଇ ଦିନ ଛୁଟି ପରେ ସୋମବାର ମାନବ...

ଏୟାର ଇଣ୍ଡିଆ ବିମାନ ଯାତ୍ରା ସମୟରେ ରାଗିଲେ ଭାଜପା ନେତା

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀ ଏବଂ ଦୁବାଇ ମଧ୍ୟରେ ଏୟାର ଇଣ୍ଡିଆର ବିମାନରେ ପ୍ରମୁଖ ଅବହେଳା ସାମ୍ନାକୁ ଆସିଛି। ଭାଜପା ନେତା ସୁଦର୍ଶନ ମିତ୍ତଲ କହିଛନ୍ତି ଯେ ସେ...

ଦେଶର ସବୁଠାରୁ ବଡ ଭୋଟର ପରିବାର, ୧୦-୨୦ ନୁହେଁ ଗୋଟିଏ ପରିବାରରେ ଭୋଟରଙ୍କ ସଂଖ୍ୟା ଶହେରେ

ଗୁଆହାଟି,୧୫।୪: ଲୋକ ସଭା ନିର୍ବାଚନ ୨୦୨୪ରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି। ଏହି ସମୟରେ ଆସାମରେ ଏକ ପରିବାର...

ରାହୁଲଙ୍କ ପରି ମୋଦି-ଶାହାଙ୍କ ହେଲିକପ୍ଟରର ବି ହେଉ ଯାଞ୍ଚ: ଜୟରାମ ରମେଶ

ନୂଆଦିଲ୍ଲୀ,୧୫।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାରରେ ନିୟୋଜିତ ନେତାମାନେ ଏବେ ରାଲି ଉପେର ରାଲି କରୁଛନ୍ତି। ଷ୍ଟାର ପ୍ରଚାରକମାନେ ଗୋଟିଏ ସ୍ଥାନରୁ ଅନ୍ୟ...

ଚଳିତ ବର୍ଷ ବଳକା ହେବ ମୌସୁମୀ ବର୍ଷା: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆସୁଛି ଦକ୍ଷିଣ ପଶ୍ଚିମ ମୌସୁମୀ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା...

ସୁପ୍ରିମକୋର୍ଟରୁ କେଜ୍ରିୱାଲଙ୍କୁ ମିଳିଲାନି ଆଶ୍ବସ୍ତି, ୨୯ ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରିଲିଫ ଦେବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଏହି ପ୍ରସଙ୍ଗରେ...

ଇତିହାସରେ ପ୍ରଥମଥର ୪୦୦ରୁ କମ୍‌ ଆସନରେ ଲୋକ ସଭା ନିର୍ବାଚନ ଲଢୁଛି କଂଗ୍ରେସ

ନୂଆଦିଲ୍ଲୀ,୧୫।୪: ଦୀର୍ଘ ସମୟ ଧରି କ୍ଷମତାରେ ରହିଆସିଥିବା ତଥା ଦେଶର ସର୍ବ ପୁରାତନ ଦଳ ହୋଇଥିବା କଂଗ୍ରେସ ଏହାର ନିର୍ବାଚନ ଇତିହାସରେ ସର୍ବନିମ୍ନ ସଂଖ୍ୟକ ଆସନରେ...

ମାର୍ଚ୍ଚ ମାସରେ ବୃଦ୍ଧି ପାଇଲା ହୋଲସେଲ୍ ମହଙ୍ଗା ହାର

ଚେନ୍ନାଇ,୧୫।୪: ମାର୍ଚ୍ଚ ମାସରେ ହୋଲସେଲ ମହଙ୍ଗା(ମୁଦ୍ରାସ୍ଫୀତି) ହାର ବୃଦ୍ଧି ପାଇ ୦.୫ ପ୍ରତିଶତରେ ପହଞ୍ଚିଛି। ଫେବୃଆରୀ ମାସରେ ଏହା ୦.୨ ପ୍ରତିଶତ ଥିଲା। ଏହି ରିପୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri