Posted inଜାତୀୟ

ଚାଷୀଙ୍କ ଆକାଉଣ୍ଟକୁ ଆସିଲା PM କିଷାନ ଟଙ୍କା, ଜାଣନ୍ତୁ ସବିଶେଷ ତଥ୍ୟ…

ବାରାଣସୀ,୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ବାରାଣସୀରୁ ଚାଷୀଙ୍କୁ PM କିଷାନ ଟଙ୍କା ପ୍ରଦାନ କରିଛନ୍ତି। ଯୋଗ୍ୟ ଚାଷୀଙ୍କ ଖାତାକୁ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଟ୍‌ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଥିବାବେଳେ ଓଡ଼ିଶାର ପ୍ରାୟ ୩୫ ଲକ୍ଷ ୮୫ ହଜାର ୮୮୧  ଚାଷୀଙ୍କୁ ମିଳିଛି ଏହି କିଷାନ ଟଙ୍କା। ପିଏମ୍‌ କିଷାନ ନିଧି ଯୋଜନାରେ ବିନା ବ୍ରେକ୍‌ରେ ଚାଲିଥିବା ପ୍ରଧାନମନ୍ତ୍ରୀ କରିଛନ୍ତି।

ଆଜି ବାରାଣସୀରେ ପିଏମ୍‌ କିଷାନ ଟଙ୍କା ପ୍ରଦାନ କରିବା ସମୟରେ ପ୍ରଧାନମନ୍ତ୍ରୀ ‘ଅପରେଶନ ସିନ୍ଦୂର’ ବିଷୟରେ ଉଲ୍ଲେଖ କରି ଭାବପ୍ରବଣ ହୋଇ କହିଛନ୍ତି ଯେ, ଏହି ‘ଅପରେଶନ ପରେ ସେ ପ୍ରଥମଥର ପାଇଁ କାଶୀ ଆସିଛନ୍ତି। ସେ କହିଛନ୍ତି, ପହଲଗାମରେ ଆତଙ୍କବାଦୀଙ୍କ ଦ୍ୱାରା ୨୬ ଜଣ ନିରୀହ ନାଗରିକଙ୍କୁ ନିର୍ମମ ହତ୍ୟା କରାଯିବା ଘଟଣା ଯୋଗୁ ମୋର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯାଇଥିଲା।  “ମୁଁ ସଂକଳ୍ପ ନେଇଥିଲି ଯେ, ମୋ ଝିଅମାନଙ୍କ ସିନ୍ଦୂରର ପ୍ରତିଶୋଧ ନେବି, ଏବଂ ମହାଦେବଙ୍କ ଆଶୀର୍ବାଦରେ ମୁଁ ସେହି ସଂକଳ୍ପ ପୂରଣ କରିଛି।” ସେ ଭଗବାନ ମହାଦେବଙ୍କ ପାଦରେ ଅପରେଶନ ସିନ୍ଦୂରର ସଫଳତାକୁ ଉତ୍ସର୍ଗ କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଏହି ମନ୍ତବ୍ୟକୁ ଆତଙ୍କବାଦ ବିରୋଧରେ ତାଙ୍କର କଠୋର ଆଭିମୁଖ୍ୟ ଭାବରେ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri