ଏହି ଦିନ ଚାଷୀଙ୍କ ଖାତାକୁ ଯିବ ୧୬ ତମ କିସ୍ତି, ଜାଣନ୍ତୁ କେଉଁମାନେ ପାଇପାରିବେନି ଲାଭ

ନୂଆଦିଲ୍ଲୀ,୬।୧: ଦେଶର କୋଟି କୋଟି କୃଷକ ଭାରତ ସରକାରଙ୍କ ଉଚ୍ଚାଭିଳାଷୀ ସ୍କିମ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ନେଉଛନ୍ତି।ଏହି ଯୋଜନା ଅଧୀନରେ ଭାରତ ସରକାର ଦେଶର ଆର୍ଥିକ ଦୁର୍ବଳ କୃଷକମାନଙ୍କୁ ପ୍ରତିବର୍ଷ ୬,୦୦୦ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ୬ ହଜାର ଟଙ୍କା ଏହି ଆର୍ଥିକ ସହାୟତା ପ୍ରତିବର୍ଷ ତିନୋଟି କିସ୍ତିରେ ଛଡା ଯାଇଥଏ। ପ୍ରତ୍ୟେକ କିସ୍ତି ଅନୁଯାୟୀ, ୪ ମାସ ବ୍ୟବଧାନରେ କୃଷକଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯାଏ । ସରକାର ଏହି ଯୋଜନାର ମୋଟ ୧୫ କିସ୍ତି ପ୍ରକାଶ କରିଛନ୍ତି। ବର୍ତ୍ତମାନ ୧୫ ତମ କିସ୍ତି ଛାଡିବାର ଏକ ମାସରୁ ଅଧିକ ସମୟ ହୋଇଗଲାଣି। ଏଭଳି ପରିସ୍ଥିତିରେ ଦେଶର କୋଟି କୋଟି କୃଷକ ଉତ୍ସାହର ସହିତ ୧୬ ତମ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। ତେବେ ଆସନ୍ତୁ ଜାଣିବା କେବେ ସରକାର ୧୬ ତମ କିସ୍ତି କୃଷକଙ୍କ ଆକାଉଣ୍ଟକୁ ପଠାଇବେ।

ରିପୋର୍ଟ ଅନୁଯାୟୀ, ଭାରତ ସରକାର ଫେବୃଆରୀ କିମ୍ବା ମାର୍ଚ୍ଚ ମାସରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୬ ତମ କିସ୍ତି ଛାଡି ପାରନ୍ତି। ହେଲେ ଏହାକୁ ନେଇ କୌଣସି ସରକାରୀ ସୂଚନା ଜାରି କରାଯାଇନାହିଁ।

ଯେଉଁ କୃଷକମାନେ ପର୍ଯ୍ୟନ୍ତ ସେମାନଙ୍କର ଇ- କଓ୍ବୋଇସି ଯୋଜନା ଅଧୀନରେ କରିନାହାଁନ୍ତି। ସେମାନେ ପରବର୍ତ୍ତୀ ୧୬ ତମ କିସ୍ତିର ଲାଭ ପାଇବେ ନାହିଁ । ଏଭଳି ପରିସ୍ଥିତିରେ କୃଷକମାନେ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଯଥାଶୀଘ୍ର କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

୭.୬ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ: ସୁନାମି ଚେତାବନୀ ଜାରି

ନୂଆଦିଲ୍ଲୀ,୨୪।୩: ଓସେନିଆର ଟୋଙ୍ଗା ଅଞ୍ଚଳ ନିକଟରେ ନିଆଫୁରେ ଏକ ଶକ୍ତିଶାଳୀ ୭.୬ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ରିପୋର୍ଟ ମିଳିନାହିଁ। ଆମେରିକାର ଭୂତତ୍ତ୍ୱ…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri