Posted inଜାତୀୟ

PM Kisan: ଚାଷୀଙ୍କ ପାଇଁ ବଡ ଖବର, ଏବେ ୬ ନୁହେଁ ମିଳିବ ୮ହଜାର

ଜୟପୁର,୧୦।୨: ପିଏମ କିଷାନ ଯୋଜନାକୁ ନେଇ ବଡ ଘୋଣୋ କଲେ ସରକାର। ଯଦି ଆପଣ ପିଏମ କିଷାନ ଯୋଜନାର ହିତାଧିକାରୀ ତେବେ ଏହା ଆପଣଙ୍କ ପାଇଁ ଲାଭକାରୀ ଖବର ହୋଇପାରେ। ଏ ଯୋଜନା ଅନ୍ତର୍ଗତ ଚାଷୀଙ୍କୁ ଦିଆଯାଉଥିବା ଟଙ୍କା ୮ହଜାରକୁ ବୃଦ୍ଧି କରାଯାଇଛି।
ରାଜସ୍ଥାନର ଅର୍ଥମନ୍ତ୍ରୀ ଦିୟା କୁମାରୀ ଗୁରୁବାର ବିଧାନସଭାରେ କାମଚଳା ବଜେଟ୍‌ ଉପସ୍ଥାପନ କରିଥିଲେ। ଏଥିରେ ସେ ପିଏମ କିଷାନ ଯୋଜନା ଅଧିନରେ କୃଷକଙ୍କୁ ଦିଆଯାଉଥିବା ଆର୍ଥିକ ସହାୟତା ବାର୍ଷିକ ୬ହଜାରରୁ ୮ହଜାର ବୃଦ୍ଧି କରାଯାଇଛି ବୋଲି ଘୋଷଣା କରିଛନ୍ତି। ସେହି ଅନୁଯାୟୀ ୨ହଜାର ଟଙ୍କା ବୃଦ୍ଧି କରାଯାଇଛି। ଏଥିସହ ପ୍ରଥମ ପର୍ଯ୍ୟାୟରେ ରବି ଋତୁରେ ଗହମର ସର୍ବନିମ୍ନ ମୂଲ୍ୟରେ କ୍ୱିଣ୍ଟାଲ ପିଛା ପ୍ରତି ୧୨୫ଟଙ୍କା ବୋନସ ମିଳିବା ନେଇ ମଧ୍ୟ ନିଷ୍ପତ୍ତି ନିଆଯାଇଛି। କିନ୍ତୁ କେବଳ ରାଜସ୍ଥାନର କୃଷକମାନେ ଏହାର ଲାଭ ପାଇପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ପରେ ନିଆଁ

ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌର ଅଲିଗଞ୍ଜ ଅଞ୍ଚଳରେ ଥିବା ଏକ କୋଚିଂ ସେଣ୍ଟରରେ ୨୨ ଜୁନ୍‌ରେ ନିଅଁା ଲାଗିଯିବାରୁ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି।…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri