Posted inଜାତୀୟ

କୃଷକଙ୍କ ପାଇଁ ଖୁସିଖବର: ଜାଣନ୍ତୁ କେବେ ଜାରି ହେବ ପିଏମ କିସାନ ଯୋଜନାର ପରବର୍ତ୍ତୀ କିସ୍ତି

ନୂଆଦିଲ୍ଲୀ,୬।୧୨: ଭାରତ ସରକାର ଦେଶର ଲୋକଙ୍କ ପାଇଁ ଅନେକ ଯୋଜନା କରୁଛନ୍ତି। ଦେଶର କୋଟି ଲୋକ ଏହି ସରକାରୀ ଯୋଜନାର ଲାଭ ପାଇଛନ୍ତି। ଭାରତ ଏକ କୃଷି ପ୍ରଧାନ ଦେଶ, ଭାରତର ୫୦% ରୁ ଅଧିକ ଲୋକ ଚାଷରୁ ରୋଜଗାର କରନ୍ତି। ସେଥିପାଇଁ ସରକାର ବିଶେଷକରି କୃଷକମାନଙ୍କ ପାଇଁ ଅନେକ ଯୋଜନା ମଧ୍ୟ ଆଣିଛନ୍ତି।

ଯେଉଁମାନେ ଚାଷ କରି ପର୍ଯ୍ୟାପ୍ତ ଅର୍ଥ ରୋଜଗାର କରିବାକୁ ସକ୍ଷମ ନୁହଁନ୍ତି । ସେହି କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାର ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା ଚଲାଉଛନ୍ତି। ଯେଉଁଥିରେ କୃଷକମାନଙ୍କୁ ବାର୍ଷିକ ୬ ହଜାର ଟଙ୍କା ଦିଆଯାଏ। କିସାନ ଯୋଜନା ଅଧୀନରେ ସରକାର ଏ ପର୍ଯ୍ୟନ୍ତ ୧୮ଟି କିସ୍ତି ଜାରି କରିଛନ୍ତି। ବର୍ତ୍ତମାନ କୃଷକମାନେ ଏହି ଯୋଜନାର ପରବର୍ତ୍ତୀ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। ପରବର୍ତ୍ତୀ କିସ୍ତି କେବେ ଜାରି ହୋଇପାରେ ଜାଣନ୍ତୁ…

ବର୍ତ୍ତମାନ କୃଷକମାନେ ୧୯ ତମ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। ସରକାର ୪ ମାସ ବ୍ୟବଧାନରେ କିସ୍ତି ପଠାନ୍ତି । ଏହି ଯୋଜନାର ୧୮ ତମ କିସ୍ତି ଅକ୍ଟୋବର ମାସରେ ଖାତାକୁ ଆସିଥିଲା। ଯଦି ଏହି ଦୃଷ୍ଟିକୋଣରୁ ଦେଖାଯାଏ, ୧୯ ତମ କିସ୍ତି ଫେବୃଆରୀରେ ଜାରି ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାରେ ଶେଷ ହେଲା ପ୍ରେମ କାହାଣୀ, ଝିଅକୁ ପୋଲିସ, ପଞ୍ଚାୟତ ଆଗରେ ଗୁଳିକଲେ ବାପା

ଗ୍ବାଲିଅର,୧୫।୧: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବୁଧବାର ଏକ ଚାଞ୍ଚଲ୍ୟକର ଅନର କିଲିଂ ମାମଲା ସାମନାକୁ ଆସିଛି। ବିବାହର ୩ ଦିନ ପୂର୍ବରୁ ଜଣେ ବାପା ତାଙ୍କ ଝିଅଙ୍କୁ...

ନିର୍ବାଚନ ପୂର୍ବରୁ ଜୀବନରୁ ମାରିଦେବାକୁ ଯୋଜନା, କେଜ୍‌ରିଓ୍ବାଲ କହିଲେ- ‘ଯେଉଁ ଦିନ ଲାଇଫଲାଇନ୍‌ ସରିଯିବ ସେଦିନ…’

ନୂଆଦିଲ୍ଲୀ,୧୫।୧: ଆମ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆକ୍ରମଣ କରିବାକୁ ଏକ ଖଲିସ୍ତାନୀ ସମର୍ଥକଙ୍କ ଗୋଷ୍ଠୀ ଯୋଜନା କରୁଥିବା ନେଇ ଗୁଇନ୍ଦା ରିପୋର୍ଟ ହସ୍ତଗତ...

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ...

ନଇଁଲା ମେଟା: ଜୁକରବର୍ଗଙ୍କ ବୟାନକୁ କହିଲା ‘ଅନିଚ୍ଛାକୃତ ତ୍ରୁଟି’

ନୂଆଦିଲ୍ଲୀ,୧୫।୧: ଶେଷରେ କ୍ଷମା ମାଗିଲା ମେଟା ଇଣ୍ଡିଆ। ସିଇଓ ମାର୍କ ଜୁକରବର୍ଗ ଭାରତର ନିର୍ବାଚନକୁ ନେଇ ଦେଇଥିବା ବିବାଦୀୟ ବୟାନକୁ କମ୍ପାନୀ ପକ୍ଷରୁ ‘ଅନିଚ୍ଛାକୃତ ତ୍ରୁଟି’...

ସାଧ୍ୱୀ ହର୍ଷାଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, କହିଲେ ଏତେ ସୁନ୍ଦରୀ ହେବାର…

ନୂଆଦିଲ୍ଲୀ,୧୫।୧: ପ୍ରୟାଗରାଜର ମହାକୁମ୍ଭରେ ଚର୍ଚ୍ଚାର ବିଷୟ ପାଲଟିଥିବା ମଡେଲ ଏବଂ ଆଙ୍କର ହର୍ଷା ରିଚାରିଆଙ୍କୁ ନେଇ ଏବେ ଏକ ନୂତନ ବିବାଦ ମୁଣ୍ଡ ଟେକିଛି। ମହାକୁମ୍ଭ...

ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ...

ପରାଜୟ ପରେ ସ୍ମୃତି ଇରାନୀଙ୍କ କମ୍‌ବ୍ୟାକ୍‌, ମୋଦିଙ୍କ ଟିମ୍‌ରେ ପୁଣି ହେଲେ ସାମିଲ୍‌

ନୂଆଦିଲ୍ଲୀ,୧୫।୧: ୨୦୨୪ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛଅ ମାସରୁ ଅଧିକ ସମୟ ଧରି ଲୋକଲୋଚନରୁ ଦୂରେଇ ରହିଥିଲେ ସ୍ମୃତି ଇରାନୀ। ମଝିରେ...

ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri