ଏଲନ ମସ୍କଙ୍କ ପିଲାମାନଙ୍କୁ ଏହି ଉପହାର ଦେଲେ ମୋଦି, ଜାଣିଲେ ପ୍ରତ୍ୟେକ ଭାରତୀୟ ହୋଇଯିବେ ଖୁସି

ଓ୍‌ବାଶିଂଟନ୍‌,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ଭବ୍ୟ ସ୍ବାଗତ କରାଯାଇଛି। ଗୁରୁବାର ଭାରତୀୟ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟ୍ରମ୍ପଙ୍କୁ ତାଙ୍କ ଦ୍ୱିତୀୟ କାର୍ଯ୍ୟକାଳରେ ପ୍ରଥମ ଥର ପାଇଁ ଭେଟିଛନ୍ତି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ସ୍ପେସଏକ୍ସ ଏବଂ ଟେସଲା ଭଳି କମ୍ପାନୀର ମାଲିକ ଏଲନ ମସ୍କ, ତାଙ୍କ ସ୍ତ୍ରୀ ଶିବନ ଜିଲିସ ଏବଂ ତିନି ପିଲାଙ୍କୁ ମଧ୍ୟ ଭେଟିଛନ୍ତି।

ଏହି ପ୍ରଧାନମନ୍ତ୍ରୀ ମୋଦି ପିଲାମାନଙ୍କୁ ଭାରତୀୟ ସାହିତ୍ୟର କିଛି ପୁସ୍ତକ ଉପହାର ଦେଇଛନ୍ତି। ଏହି ପୁସ୍ତକଗୁଡ଼ିକର ନାମ ଜାଣିଲେ ଆପଣଙ୍କ ଛାତି ଗର୍ବରେ ପୂର୍ଣ୍ଣ ହୋଇଯିବ। ପ୍ରକୃତରେ, ରବିନ୍ଦ୍ରନାଥ ଟାଗୋରଙ୍କ ‘ଦି କ୍ରେସିଣ୍ଟ ମୁନ, ପଣ୍ଡିତ ବିଷ୍ଣୁ ଶର୍ମାଙ୍କ ପଞ୍ଚତନ୍ତ୍ର ଏବଂ ଦି ଗ୍ରେଟ ଆରକେ ନାରାୟଣ କଲେକ୍ସନ ପ୍ରଧାନମନ୍ତ୍ରୀ ମସ୍କଙ୍କ ପିଲାମାନଙ୍କୁ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶେୟାର କରାଯାଇଥିବା ଫଟୋଗୁଡ଼ିକରେ ପିଲାମାନେ ଏହି ପୁସ୍ତକଗୁଡ଼ିକ ପଢ଼ୁଥିବାର ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଆଇଏସ୍‌ପିଏଲ୍‌ ନିଲାମରେ ଓଡ଼ିଆ ପୁଅ ରାଜେଶ

ଖୋର୍ଦ୍ଧା,୮ା୧୨(ପ୍ରଭାତ ପାଣିଗ୍ରାହୀ):ଏବେ ସବୁଆଡ଼େ କ୍ରିକେଟର କ୍ରେଜ୍‌। ଛୋଟଠୁ ବଡ଼ ସମସ୍ତେ କ୍ରିକେଟ୍‌ ମାନିଆ। ଏଥିରେ କ୍ୟାରିୟର କରିବା ପାଇଁ ଯୁବପିଢ଼ିଙ୍କ ମଧ୍ୟରେ ଏକପ୍ରକାର ଉତ୍ସାହ ରହିଛି।...

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri