କେନ୍ଦ୍ର ସରକାରଙ୍କ ନୂଆ ଯୋଜନା: ମତ୍ସ୍ୟଜୀବୀ, କୃଷକଙ୍କୁ ଶସ୍ତା ଋଣ, ୧.୭ଲକ୍ଷ ଚାକିରି ସୁଯୋଗ ସହିତ ଅନେକ ଲାଭ

ନୂଆଦିଲ୍ଲୀ,୯।୨: ମତ୍ସ୍ୟ କ୍ଷେତ୍ର ପାଇଁ ନୂତନ ଯୋଜନାକୁ କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର (ସିସିଇଏ) ଅନୁମୋଦନ କରିଛି। ଏହାର ନାମ ହେଉଛି ପ୍ରଧାନମନ୍ତ୍ରୀ ମତ୍ସ୍ୟ କିଷାନ ସମୃଦ୍ଧି ସହ-ଯୋଜନା (ପିଏମ-ଏମକେଏସଏସଓ୍ବାଇ) । ପ୍ରଧାନମନ୍ତ୍ରୀ ମତ୍ସ୍ୟ କିଷାନ ସମୃଦ୍ଧି ଯୋଜନା ଅଧୀନରେ ଏହା ୬୦୦୦ କୋଟି ଟଙ୍କାର ଏକ ଉପ-କେନ୍ଦ୍ରୀୟ ଯୋଜନା । ଏହି ଯୋଜନା ମାଧ୍ୟମରେ ଜଳ ଚାଷ କରୁଥିବା କୃଷକ ତଥା ମତ୍ସ୍ୟଜୀବୀ ଏବଂ ମତ୍ସ୍ୟ ଚାଷ କରୁଥିବା ଶ୍ରମିକମାନେ ଶସ୍ତା ଋଣ ପାଇପାରିବେ। ଏହି କ୍ଷେତ୍ରର ଭିତ୍ତିଭୂମି ଦୃଢ ହେବା ଦ୍ୱାରା ଲୋକମାନେ ସିଧାସଳଖ ଉପକୃତ ହେବେ।

ଅସଂଗଠିତ ମତ୍ସ୍ୟ କ୍ଷେତ୍ରକୁ ଆନୁଷ୍ଠାନିକ କରିବା ପାଇଁ ଏବଂ ଏହି କ୍ଷେତ୍ରରେ ଏମଏସଏମଇ ମାନଙ୍କୁ ଅନୁଷ୍ଠାନିକ ଆର୍ଥିକ ସୁବିଧା ଯୋଗାଇବା ପାଇଁ ସରକାର ଏହି ଯୋଜନା ଆରମ୍ଭ କରିଛନ୍ତି। ଏହି ୬୦୦୦ କୋଟି ଟଙ୍କା ଯୋଜନାରେ ଜଳକୃଷି ବୀମାକୁ ପ୍ରୋତ୍ସାହିତ କରିବାରେ ମଧ୍ୟ ସହାୟକ ହେବ। ମତ୍ସ୍ୟ ବିଭାଗରେ ସହଜ ଋଣ ପାଇବା ଦ୍ୱାରା ଏଠାରେ କାର୍ଯ୍ୟ କରୁଥିବା ଲୋକମାନେ ସରକାରଙ୍କଠାରୁ ଆର୍ଥିକ ସହାୟତା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri