Posted inଜାତୀୟ

କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଜୋରଦାର ପ୍ରସ୍ତୁତି, ମୋଦି ଆରମ୍ଭ କଲେ ୨୬ କିଲୋମିଟର ଲମ୍ବା ରୋଡ ଶୋ’

ବେଙ୍ଗାଲୁରୁ,୬।୫: କର୍ନାଟକ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ବିଜୟୀ ହେବା ଆଶାରେ ସେମାନଙ୍କ ଶକ୍ତି ଲଗାଇ ଦେଇଛନ୍ତି। ଏହି କ୍ରମରେ ଭାରତୀୟ ଜନତା ପାର୍ଟି(ଭାଜପା) ବି ପଛରେ ନାହିଁ। ଭାଜପାର ଷ୍ଟାର ପ୍ରଚାରକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନିର୍ବାଚନ ପ୍ରଚାର ଲାଗି ବେଙ୍ଗାଲୁରୁରେ ମେଗା ରୋଡ ଶୋ’ କରିବେ, ଏହା ୨୬ କିଲୋମିଟର ଲମ୍ବା ହେବ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କି ଏହି ରାଲିରେ ୧୦ ଲକ୍ଷ ଲୋକ ଯୋଗ ଦେଇପାରନ୍ତି। ଏହି ରୋଡ ଶୋ’ ୨୮ଟି ଆସନ ମଧ୍ୟରୁ ୧୯ଟି ବିଧାନସଭା ଅଞ୍ଚଳ ମଧ୍ୟ ଦେଇ ଗତିକରିବ। ଏଥିପାଇଁ ପ୍ରଧାନମନ୍ତ୍ରୀ ଶୁକ୍ରବାରଠାରୁ ବେଙ୍ଗାଲୁରୁ ପହଞ୍ଚିଯାଇଛନ୍ତି।

ବେଙ୍ଗାଲୁରୁରେ ଶନିବାର ହେବାକୁ ଥିବା ମୋଦିଙ୍କ ରୋଡ ଶୋ’ ଥିପ୍ପସନ୍ଦ୍ରାରେ କେମ୍ପେ ଗୌଡା ପ୍ରତିମାରୁ ଆରମ୍ଭ ହୋଇଯାଇଛି। ପ୍ରାୟ ୨୬ କିଲୋମିଟର ବାଟ ଅତିକ୍ରମ କରି ଏହି ଶୋ’ବ୍ରିଗେଡ ରୋଡର ଯୁଦ୍ଧ ସ୍ମାରକ ନିକଟରେ ଶେଷ ହେବ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଭାରତୀୟ ଜନତା ପାର୍ଟି ଏହାର ନାମ ‘ନମ୍ମା ବେଙ୍ଗାଲୁରୁ, ନମ୍ମା ହେମ’ ବା ଆମ ବେଙ୍ଗାଲୁରୁ, ଆମର ଗୌରବ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri