Posted inଜାତୀୟ

କୃଷକଙ୍କୁ ମୋଦିଙ୍କ ପଶ୍ନ: କୃଷକଙ୍କୁ ଏତେ ଅଧିକାର ମିଳିବା ପରେ ଆଇନରେ କ’ଣ ରହିଛି ଭୁଲ

ନୂଆଦିଲ୍ଲୀ,୨୫ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କିଷାନ ସମ୍ମାନ ନିଧି ଯୋଜନାର ନୂଆ କିସ୍ତି ଜାରି କରିଛନ୍ତି । ଏଥିରେ ୯ କୋଟି କୃଷକଙ୍କ ଖାତାକୁ ୧୮ ହଜାର କୋଟି ଟଙ୍କା ଟ୍ରାନ୍ସଫର କରାଯାଇଛି । ଏହି ଅବସରରେ ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରାଜ୍ୟର କୃଷକମାନଙ୍କୁ ସମ୍ବୋଧନ କରିବା ବେଳେ ବିରୋଧୀଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ବିରୋଧୀ କେନ୍ଦ୍ରର କୃଷି ଆଇନକୁ ନେଇ କୃଷକଙ୍କୁ ଭୁଲ ରାସ୍ତା ଦେଖାଉଛନ୍ତି । ଯେଉଁ ରାଜନୈତିକ ଦଳକୁ ଦେଶ କେବେଠାରୁ ଛାଡି ସାରିଛି ସେମାନେ ଆଜି କୃଷକଙ୍କୁ ଭୁଲ ମାର୍ଗ ଦେଖାଉଛନ୍ତି । ଆଉ କେତେଜଣ କୃଷକ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହେବାକୁ ଦେଉ ନାହାନ୍ତି । ଯେତେବେଳେ କୃଷକମାନେ ଆନ୍ଦୋଳନ ଆରମ୍ଭ କରିଥିଲେ ସେତେବେଳେ ସେମାନଙ୍କର ଦାବି ଥିଲା କି ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଦିଆଯାଉ । ହେଲେ ଏବେ ତାହା ବାଟବଣା ହୋଇଗଲାଣି । ଏବେ ଏମାନେ କେତେଜଣଙ୍କର ପୋଷ୍ଟର ଲଗାଇ ସେମାନଙ୍କୁ ମୁକୁଳାଇବା କଥା କହୁଛନ୍ତି । ତେଣୁ ଏବେ କୃଷକ ଆନ୍ଦୋଳନ ନାଁରେ ବିଭିନ୍ନ କଥା ଉଠାଗଲାଣି । ଏହାକୁ ନେଇ ମୋଦି କୃଷକଙ୍କୁ ପ୍ରଶ୍ନ କରିଛନ୍ତି ଯଦି ଆପଣମାନଙ୍କୁ ଏତେ ସୁବିଧା ସୁଯୋଗ ମିଳୁଛି ତେବେ ନୂଆ ଆଇନକୁ ନେଇ ଦ୍ୱନ୍ଦ୍ୱ ଉଠୁଛି କାହିଁକି ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri