Posted inଜାତୀୟ

ରାଜସ୍ଥାନ ସରକାର, ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ପ୍ରଧାନମନ୍ତ୍ରୀ, କହିଲେ ଯଦି ଲାଲ୍‌ ଡାଏରୀର ରାଜ୍‌ ଖୋଲିବ ତେବେ…

ଜୟପୁର,୨୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜସ୍ଥାନର ସିକରରେ ପହଞ୍ଚି ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ‘ଇଣ୍ଡିଆ’ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସୀମିର ନାମ ମଧ୍ୟ ମଧ୍ୟ ‘ଇଣ୍ଡିଆ’ଥିଲା, ଯାହାର ନାମ ବଦଳାଯାଇ ପିଏଫ୍‌ଆଇ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ବିରୋଧୀମାନେ ମେଣ୍ଟର ନାମ ପରିବର୍ତ୍ତନ କରିଛନ୍ତି ଯାହା ଦ୍ୱାରା ସେମାନେ ସେମାନଙ୍କର କଳା କାରନାମା ଲୁଚାଇ ପାରିବେ। ମୋଦି କହିଛନ୍ତି, କଂଗ୍ରେସର ଅର୍ଥ ଲୁଟ୍‌ ବଜାର। ଗଣତନ୍ତ୍ରରେ ପ୍ରତ୍ୟେକ ସରକାର ନିଜ କାର୍ଯ୍ୟର ହିସାବ ଦେବାକୁ ପଡିବ, କିନ୍ତୁ ରାଜସ୍ଥାନରେ କଂଗ୍ରେସ ଏହାର କାର୍ଯ୍ୟର ହିସାବ ଦେବ ଦେଇପାରିବ କି? ପାରସ୍ପରିକ କଳହରେ, ସର୍ବୋଚ୍ଚତା ସଂଗ୍ରାମରେ ସେମାନେ ମୂଲ୍ୟବାନ ସମୟ ନଷ୍ଟ କଲେ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ରାଜସ୍ଥାନରେ ଦଳିତଙ୍କ ଉପରେ ଅତ୍ୟାଚାର ଚରମ ସୀମାରେ ରହିଛି। ନିଶା କାରବାର ବୃଦ୍ଧି ପାଉଛି। ଆମର ତିଜ ପର୍ବ ଉପରେ ଏକ ବିପଦ ଆସୁଛି। କେବେ ପଥର ଫିଙ୍ଗିବା ଆରମ୍ଭ, କେତେବେଳେ ଗୁଳି ଚାଲିବା, କେବେ କର୍ଫ୍ୟୁ ଲାଗୁ ହେବ ତାହା କେହି ଜାଣି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

ଭେନେଜୁଏଲା ଭୂକମ୍ପର ଭଗ୍ନାବଶେଷ ଭିତରୁ ଖୋଜା ଚାଲିଛି ଜୀବନ, ଛାତି ଥରାଇ ଦେଉଛି ଶିଶୁଙ୍କ ସହ ନିର୍ବାକ ଜୀବଙ୍କ ଫଟୋ

କାରାକାସ୍‌,୨୬।୬: ଭେନେଜୁଏଲାରେ ଭୂମିକମ୍ପ ପରେ ଅତି କମରେ ୨୩୫ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୪,୩୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି, ଯେତେବେଳେ ହଜାର ହଜାର…

Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!

ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ…

ବହି ତ୍ରୁଟି ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର, ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୬: ଓଡ଼ିଆ ପାଠ୍ୟ ପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି, ତ୍ରୁଟି ପଛରେ ବଡ଼ ଷଡ଼ଯନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri