ପିଏମ୍‌ ମୋଦି ଦେଶବାସୀଙ୍କୁ ସମ୍ବୋଧନ ସମୟରେ କାର୍ତ୍ତିକ ଆର୍ୟନ ରଖିଲେ ଏଭଳି ପ୍ରତିକ୍ରିୟା: ସୋସିଆଲ ମିଡିଆରେ ହେଉଛି ଟ୍ରେଣ୍ଡ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସମୟରେ ଦେଶବାସୀଙ୍କ ମନୋବଳ ବଢ଼ାଉବା ଏବଂ ଲକ୍‌ଡାଉନ୍‌ ଅବଧି ଲାଗି ନୂତନ ଘୋଷଣାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଦେଶରେ କରୋନା ସ୍ଥତି ଏବଂ ପ୍ରଧାନମନ୍ତ୍ରୀ ଗାରିବ କଲ୍ୟାଣ ଅନ୍ନ ଯୋଜନା ବିଷୟରେ ଏକ ନୂତନ ଘୋଷଣା କରିଥିଲେ। ପିଏମ୍‌ଙ୍କ ସମ୍ବୋଧନକୁ ନେଇ ଫିଲ୍ମ ତାରକାମାନେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି।
ବଲିଉଡ ଅଭିନେତା କାର୍ତ୍ତିକ ଆର୍ୟନ ଏହି ସମୟରେ ଏକ ଭିନ୍ନ ପତିକ୍ରିୟା ଦେଇଛନ୍ତି। ଯେଉଁଥି ପାଇ ସେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛନ୍ତି।

ବାସ୍ତବରେ, ପ୍ରଧାନମନ୍ତ୍ରୀ ସମ୍ବୋଧନ ସମୟରେ କାର୍ତ୍ତିକ ସୋସିଆଲ ମିଡିଆରେ ନିଜର ଏକ ବିଶେଷ ଫଟୋ ଶେୟାର କରିଥିଲେ। ଏହି ଚିତ୍ରରେ ସେ ଏବଂ ତାଙ୍କ ପିତାମାତାଙ୍କୁ ଦେଖିବାକୁ ମିଳିଥିଲା। ଚିତ୍ରରେ କାର୍ତ୍ତିକଙ୍କ ମା’ ତାଙ୍କୁ ଏକ ଚାମଚରେ କିଛି ଖାଇବାକୁ ଦେଉଥିବାର ନଜର ଆସିଥିଲେ।

ଏହି ଚିତ୍ର ଶେୟାର କରି କାର୍ତ୍ତିକ ଏଭଳି ଏକ ପୋଷ୍ଟ ଲେଖିଛନ୍ତି ଯେ, ଯାହା ସାସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ସେ ଲେଖିଛନ୍ତି, ‘ଦେଶକୁ ମୋଦିଜିଙ୍କର ସମ୍ବୋଧନ ପାଇଁ ପ୍ରସ୍ତୁତି’। ତାଙ୍କ ପ୍ରଶଂସକଙ୍କ ସମେତ ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀ କାର୍ତ୍ତିକଙ୍କ ଏହି ପୋଷ୍ଟରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଚିତ୍ରଟି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଏବଂ ଟୁଇଟର ଆକାଉଣ୍ଟରେ ସେ ଶେୟାର କରିଛନ୍ତି।

ଯେତେବେଳେ କାର୍ତ୍ତିକଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଥିଲା, ସେତେବେଳେ ସେ ଏହା ଉପରେ ନିଜର ପ୍ରତିକ୍ରିୟା ଦେଇଥିଲେ। ଅଭିନେତା ଟୁଇଟରରେ ଲେଖିଛନ୍ତି, ‘କିଛି କୁହ, କାର୍ତ୍ତିକ ଆର୍ୟନ ଟ୍ରେଣ୍ଡ ଦେଖିବାରେ ମଜା ଆସିଥାଏ। କାର୍ତ୍ତିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଟନ୍ତି। ସେ ନିଜ ପ୍ରଶଂସକଙ୍କ ସହ ଯୋଡି ହେବା ପାଇଁ ବାରମ୍ବାର ମଜାଳିଆ ଚିତ୍ର ଏବଂ ଭିଡିଓ ମଧ୍ୟ ସେୟାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri