ମୋଦି କହିଲେ ଭାରତ ଆଉ ଗ୍ରୀସ ବିଶ୍ୱର ଦୁଇ ପ୍ରାଚୀନ ସଭ୍ୟତା

ଏଥେନ୍ସ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ପ୍ରଧାନମନ୍ତ୍ରୀ ମିରିୟାକୋସ ମିତ୍ସୋଟାକିସଙ୍କ ସହ ଦ୍ୱିପାକ୍ଷିକ ବର୍ତ୍ତା ପରେ ପ୍ରେସକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଗ୍ରୀସ ଏବଂ ଭାରତ ହେଉଛି ବିଶ୍ୱର ଦୁଇଟି ପ୍ରାଚୀନ ସଭ୍ୟତା, ଦୁଇଟି ପ୍ରାଚୀନ ଗଣତାନ୍ତ୍ରିକ ଚିନ୍ତାଧାରା ଏବଂ ଦୁଇଟି ପ୍ରାଚୀନ ବାଣିଜ୍ୟ ଏବଂ ସାଂସ୍କୃତିକ ସମ୍ପର୍କ ମଧ୍ୟରେ ଏକ ପ୍ରାକୃତିକ ମେଳ। ଆମର ସମ୍ପର୍କର ମୂଳଦୁଆ ପ୍ରାଚୀନ ଏବଂ ଶକ୍ତିଶାଳୀ।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଆଜି କୃଷି କ୍ଷେତ୍ରରେ ସହଯୋଗ ପାଇଁ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଉଭୟ ଦେଶ ସାମରିକ ସମ୍ପର୍କକୁ ମଜବୁତ କରିବା ସହିତ ପ୍ରତିରକ୍ଷା ଶିଳ୍ପକୁ ମଜବୁତ କରିବାକୁ ସହମତ ହୋଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ଆମେ ଆତଙ୍କବାଦ ଏବଂ ସାଇବର ସୁରକ୍ଷା କ୍ଷେତ୍ରରେ ପାରସ୍ପରିକ ସହଯୋଗ ଉପରେ ଆଲୋଚନା କରିଛୁ। ଆମେ ସ୍ଥିର କରିଛୁ ଯେ ଏକ ଏନଏସଏ ସ୍ତରର ସଂଳାପ ଫୋରମ ମଧ୍ୟ ରହିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ମୃତ୍ୟୁ ସମାଜରେ ବଡ଼ କଳଙ୍କ: ସୁପ୍ରିମକୋଟ

ନୂଆଦିଲ୍ଲୀ,୨୭।୩(ପି.ଟି.):  ଯୌତୁକ ମୃତ୍ୟୁ ସମାଜରେ ଏକ ବଡ଼ କଳଙ୍କ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନଗତ ପ୍ରତିକାର ସତ୍ତ୍ୱେ ଉକ୍ତ ପ୍ରଥା ଜାରି ରହିଥିବା କହିଛନ୍ତି…

ପୁଣିଥରେ ପଛଘୁଞ୍ଚା ଦେଲେ ଟ୍ରମ୍ପ, ୧୦ ଦିନ ଯୁଦ୍ଧବିରତି ଅବଧି ବଢ଼ାଇଲେ

ନୂଆଦିଲ୍ଲୀ,୨୭।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ବିଶେଷକରି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ…

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri