Posted inଜାତୀୟ

ଜି ୨୦ ସମ୍ମିଳନୀ: ‘ଜି ୨୦ ଇଣ୍ଡିଆ’ ଆପ ଡାଉନଲୋଡ କରିବାକୁ ମନ୍ତ୍ରୀଙ୍କୁ କହିଲେ ମୋଦି

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ଚଳିତ ସପ୍ତାହରେ ୯-୧୦ ସେପ୍ଟେମ୍ବରକୁ ଜି-୨୦ ଶିଖର ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ବୈଦେଶିକ ମନ୍ତ୍ରଣାଳୟ ଏହି ଶିଖର ସମ୍ମିଳନୀ ପୂର୍ବରୁ ‘ଜି ୨୦ ଇଣ୍ଡିଆ’ ଆପ ନାମକ ମୋବାଇଲ ଆପ୍ଲିକେଶନ ଲଞ୍ଚ କରିଛି।

ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସମସ୍ତ ମନ୍ତ୍ରୀଙ୍କୁ ‘ଜି -୨୦ ଇଣ୍ଡିଆ’ ମୋବାଇଲ ଆପ ଡାଉନଲୋଡ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ଆପ ମାଧ୍ୟମରେ ମନ୍ତ୍ରୀମାନେ ବିଦେଶୀ ପ୍ରତିନିଧୀଙ୍କ ସହ ନିରବଚ୍ଛିନ୍ନ ଭାବରେ ଯୋଗାଯୋଗ କରିପାରିବେ। ବାସ୍ତବରେ, ନୂଆଦିଲ୍ଲୀରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଜି -୨୦ ଶିଖର ସମ୍ମିଳନୀ ପୂର୍ବରୁ ମୋଦି ମନ୍ତ୍ରୀ ପରିଷଦ ବୈଠକ ସହ ଯୋଗାଯୋଗ କରିଥିଲେ ଯେଉଁଥିରେ ସେ ସମସ୍ତ ମନ୍ତ୍ରୀଙ୍କୁ ଏହି ଆପକୁ ଡାଉନଲୋଡ କରିବାକୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?