ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟିକ୍ରିୟାରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ମୋଦି

ଟୋକିଓ,୨୭।୯: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ରାଜକୀୟ ଅନ୍ତ୍ୟେଷ୍ଟି କ୍ରିୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏହି ସମୟରେ ସେ ବହୁତ ଭାବପ୍ରବଣ ଦେଖାଯାଉଥିଲେ। ମୋଦିଙ୍କ ବ୍ୟତୀତ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ମଧ୍ୟ ଆବେଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ପହଞ୍ଚିଛନ୍ତି। ଏହା ବ୍ୟତୀତ ୧୦୦ରୁ ଅଧିକ ଦେଶର ପ୍ରତିନିଧି ଜାପାନରେ ପହଞ୍ଚିଛନ୍ତି।
ସୂଚନାଯୋଗ୍ୟ, ସିଞ୍ଜୋ ଆବେ ଜାପାନର ଦୀର୍ଘ ସମୟଧରି ପ୍ରଧାନମନ୍ତ୍ରୀ ଥିଲେ। ଜୁଲାଇ ୮ରେ ଏକ ନିର୍ବାଚନ ଇଭେଣ୍ଟରେ ସିଞ୍ଜୋ ଆବେଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା। ପୋଲିସ ଆକ୍ରମଣକାରୀଙ୍କୁ ଘଟଣାସ୍ଥଳରୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାଗର ଓ ନୀଳ ଅର୍ଥନୀତି

ପୃଥିବୀର ମୋଟ ଆୟତନର ପ୍ରାୟ ୭୧ ଭାଗ ହେଉଛି ମହାସାଗର ଏବଂ ଏଥିରେ ପୃଥିବୀର ମୋଟ ଜଳର ୯୮ ପ୍ରତିଶତ ଅଛି। ମହାସାଗରଗୁଡ଼ିକ ପରସ୍ପର ସହିତ ସଂଯୁକ୍ତ…

ସୁନା ପଞ୍ଜୁରିରେ ‘ଶିକ୍ଷିତ ପକ୍ଷୀ’

ଆଧୁନିକ ସହର ଏବେ ଭୂସମାନ୍ତର ସମ୍ପ୍ରସାରଣ ଅପେକ୍ଷା ଭୂଲମ୍ବ ସମ୍ପ୍ରସାରଣ ଉପରେ ଅଧିକ ଗୁରୁତ୍ୱ ଦେଉଛି। ସେଥିପାଇଁ ସହର ଭିତରେ ଗଢା ଚାଲିଛି ବହୁତଳ ଆପାର୍ଟମେଣ୍ଟ। ସାଧାରଣ…

ବିକାଶ ବନାମ ଭବିଷ୍ୟତ

ଜୁନ୍‌ ୫ରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ପ୍ରକୃତି ଓ ପରିବେଶକୁ ସୁରକ୍ଷିତ ରଖିବା ଲାଗି ଅନେକ ସ୍ଥାନରେ ବହୁବିଧ ପଦକ୍ଷେପ ନେବା ଲାଗି ନିଷ୍ପତ୍ତି…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ…

ଭୟଙ୍କର ଭୂକମ୍ପ, ଘଣ୍ଟାକ ଭିତରେ ୩ ଥର ଥରି ଉଠିଲା, ଜାରି ହେଲା ସୁନାମୀ ସତର୍କତା

ମାନିଲା,୮।୬: ସୋମବାର (ଜୁନ ୮) ସକାଳେ ଫିଲିପାଇନ୍ସରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଥିଲା। ଗୋଟିଏ ଘଣ୍ଟା ମଧ୍ୟରେ ଭୂମି ତିନିଥର ଥରି ଉଠିଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର…

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri