Posted inଜାତୀୟ

‘ଭାରତ ଆତ୍ମବିଶ୍ୱାସର ସହ ଅଜଣା ଶତ୍ରୁକୁ କରିଛି ସାମ୍ନା’

ଚେନ୍ନାଇ,୨୯।୭: ଚେନ୍ନାଇରେ ଆନ୍ନା ବିଶ୍ୱବିଦ୍ୟାଳୟର ୪୨ତମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ତାମିଲନାଡୁର ରାଜ୍ୟପାଳ ଆର.ଏନ ରବି ଏବଂ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୬୯ ଜଣ ଯୋଗ୍ୟ ଛାତ୍ରୀଛାତ୍ରଙ୍କୁ ସ୍ବର୍ଣ୍ଣ ପଦକ ଏବଂ ପ୍ରମାଣପତ୍ର ପ୍ରଦାନ କରିଥିଲେ।
ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ସ୍ନାତକ ହାସଲ କରିଥିବା ସମସ୍ତଙ୍କୁ ଅଭିନନ୍ଦନ। ଆପଣ ନିଜ ମନରେ ନିଜ ପାଇଁ ଏକ ଭବିଷ୍ୟତ ପ୍ରସ୍ତୁତ କରିସାରିଥିବେ। ତେଣୁ, ଆଜି କେବଳ ସଫଳତାର ନୁହେଁ, ବରଂ ଆକାଂକ୍ଷାର ଦିନ ମଧ୍ୟ ଅଟେ। କରୋନା ମହାମାରୀ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି କରିଛି। ଏହି ସଙ୍କଟକୁ ଦୁନିଆର ପ୍ରତ୍ୟେକ ଦେଶ ସହିଛି। ଏହି ବିପତ୍ତି ସମୟରେ ବୈଜ୍ଞାନିକ, ସ୍ବାସ୍ଥ୍ୟକର୍ମୀ ଏବଂ ସାଧାରଣ ଜନତାଙ୍କ କାର୍ଯ୍ୟ ବେଶ୍‌ ପ୍ରଶସଂସନୀୟ ଥିଲା। ଭାରତ ଆତ୍ମବିଶ୍ୱାସର ସହ କରୋନା ଭଳି ଅଜଣା ଶତ୍ରୁକୁ ସାମ୍ନା କରିଛି।

ଆନ୍ନା ବିଶ୍ୱବିଦ୍ୟାଳୟ ୪ ସେପ୍ଟେମ୍ବର ୧୯୭୮ରେ ପ୍ରତିଷ୍ଠିତ ହୋଇଥିଲା। ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ସି.ଏନ ଆନ୍ନାଦୁରାଇଙ୍କ ନାମରେ ଏହାର ନାମକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri