Posted inଜାତୀୟ

ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ ସହିତ କଥାବାର୍ତ୍ତା ହୋଇ ଭାବପ୍ରବଣ ହୋଇପଡିଥିଲେ।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜଣେ ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିବା ସମୟରେ ଭାବପ୍ରବଣ ହୋଇପଡିଥିଲେ। ‘ଉତ୍କର୍ଷ ସମରୋହ’ରେ ମୋଦିଙ୍କ ସହ କଥାବାର୍ତ୍ତା ବେଳେ ଆୟୁବ ପଟେଲ ନାମକ ଜଣେ ବ୍ୟକ୍ତି କହିଛନ୍ତି, ୨ ଝିଅଙ୍କୁ ଡାକ୍ତର କରିବା ତାଙ୍କ ସ୍ବପ୍ନ। ତାଙ୍କ କଥା ଶୁଣି ଭାବପ୍ରବଣ ପ୍ରଧାନମନ୍ତ୍ରୀ ହୋଇପଡି ତୁରନ୍ତ ସାହାଯ୍ୟ କରିବାକୁ ପ୍ରସ୍ତାବ ଦେଇଥିଲେ। ମୋଦି କହିଥିଲେ, ତୁମର ଝିଅଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ ସାହାଯ୍ୟ ଦରକାର ଯଦି ମୋତେ ଜଣାନ୍ତୁ। ଏହି କାର୍ଯ୍ୟକ୍ରମରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri