ନୋବେଲ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ମୋଦି ସବୁଠାରୁ ବଡ ଦାବିଦାର

ସ୍ବିଡେନ୍‌/ନୂଆଦିଲ୍ଲୀ,୧୬।୩: ନୋବେଲ ଶାନ୍ତି ପୁରସ୍କାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଠାରୁ ବଡ ଦାବିଦାର ବୋଲି ନୋବେଲ ପୁରସ୍କାର କମିଟିର ଉପନେତା ଆସଲେ ଟୋଜେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଶାସନକୁ ପ୍ରଶଂସା କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶେଷ ନୀତି ଯୋଗୁ ଭାରତ ଏକ ଧନୀ ଏବଂ ଶକ୍ତିଶାଳୀ ଦେଶ ହେବାକୁ ଯାଉଛି।

ଭାରତକୁ ଶାନ୍ତିର ଉତ୍ତରାଧିକାରୀ ବୋଲି କହି ଆସଲେ ଟୋଜେ କହିଛନ୍ତି ଯେ, ଭାରତ ଏକ ମହାଶକ୍ତି ହେବାକୁ ଯାଉଛି। ଯୁଦ୍ଧ ବନ୍ଦ କରିବା ତଥା ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି ସବୁଠାରୁ ବିଶ୍ୱସ୍ତ ନେତା। ଦୁନିଆର ପ୍ରତ୍ୟେକ ନେତା ଶାନ୍ତି ପାଇଁ କାର୍ଯ୍ୟ କରିବା ଉଚିତ ଏବଂ ନରେନ୍ଦ୍ର ମୋଦିଙ୍କ ପରି ଜଣେ ଶକ୍ତିଶାଳୀ ନେତାଙ୍କର ଏହା କରିବାର ଅଧିକ ଦକ୍ଷତା ରହିଛି। ପ୍ରଧାନମନ୍ତ୍ରୀ ମୋଦି ଜଣେ ଏମିତି ନେତା, ଯିଏ କେବଳ ଭାରତ ତଥା ଏହାର ଅର୍ଥନୀତିର ଉନ୍ନତିର ଯତ୍ନ ନେଉନାହାଁନ୍ତି ବରଂ ବିଶ୍ୱର ବିଭିନ୍ନ କାର୍ଯ୍ୟରେ ସହଯୋଗ କରନ୍ତି।

ଆସଲେ ଟୋଜେ ନରୱେ ନୋବେଲ କମିଟିର ଉପନେତା ଅଛନ୍ତି। ନୋବେଲ ଶାନ୍ତି ପୁରସ୍କାର ବିଜେତା ହିଁ କମିଟି ସ୍ଥିର କରନ୍ତି। ଏହି କମିଟି ଭାରତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂରଦୃଷ୍ଟି ଅଭାବ,ସରକାରୀ ଅର୍ଥ ବରବାଦ୍‌: ମାଟିରେ ମିଶିଲା ଦୋକାନ ଗୃହ

ବରଗଡ଼,୧6।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ପୌର ପ୍ରଶାସନ ପକ୍ଷରୁ ପର୍ଯ୍ୟାୟକ୍ରମେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ଉଚ୍ଛେଦ ଅଭିଯାନ ଗୋଟିଏ ଅଞ୍ଚଳରୁ ଅନ୍ୟ ଅଞ୍ଚଳରେ…

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ସୋସିଆଲ ମିଡିଆରେ ଫସାଇ ୧୮୦ ନାବାଳିକାଙ୍କୁ ଯୌନ ଶୋଷଣ

ଅମରାବତୀ,୧୬ା୪: ସୋସିଆଲ ମିଡିଆ ସ୍ନାପ୍‌ଚାଟ୍‌ ଏବଂ ହ୍ବାଟ୍ସଆପ୍‌ ଜରିଆରେ ସମ୍ପର୍କ ବଢ଼ାଇବା ପରେ ଯୁବତୀ ଓ ନାବାଳିକାମାନଙ୍କୁ ଯୌନଶୋଷଣ କରାଯାଇଛି। ଏହାସହ ଯୌନକ୍ରିୟାର ଭିଡିଓ ଉତ୍ତୋଳନ କରି…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri