ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’

ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର ରାଜଧାନୀ ପାଟନାରେ ବି କେତେ ଗୁଡିଏ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏହି ଅବସରରେ ସକାଳ ପ୍ରାୟ ୧୧ଟା ୩୦ ମିନିଟରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’ର ଶୁଭାରମ୍ଭ କରିବେ । ଚଳିତ ସପ୍ତାହରେ ସେ ଏହାର ଘୋଷଣା କରିଥିଲେ । ରାଜ୍ୟରେ ଗୋଟିଏ ଦିନରେ ୩୦ ଲକ୍ଷ୍ୟ କରୋନା ଭ୍ୟାକ୍ସିନ ଦେବାର ଲକ୍ଷ୍ୟ ରଖାଯାଇଛି । ଏହି ସୂଚନା ବିହାରର ସ୍ୱାସ୍ଥ୍ୟମନ୍ତ୍ରୀ ମଙ୍ଗଲ ପାଣ୍ଡେୟ ଦେଇଛନ୍ତି । ଏହାସହ ଭାଜପା କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିତ୍ୱ ଓ କୃତିତ୍ୱକୁ ନେଇ ଏକ ପ୍ରଦର୍ଶନୀର ଆୟୋଜନ କରାଯିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ମଧ୍ୟ ପ୍ରସ୍ତୁତି ହାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri