ଭାରତକୁ ପ୍ରଥମ ପଦକ ମିଳିବା ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: ମନୁ ଭାକରଙ୍କ ପାଇଁ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୮।୭: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଜିତିଛନ୍ତି ମନୁଭାକର। ସେ ୧୦ ମିଟର ଏୟାର ପିସ୍ତଲରେ ପ୍ରଥମ ଭାରତୀୟ ମହିଳା ଭାବେ ପ୍ରେଞ୍ଜ ପଦକ ଜିତିଛନ୍ତି। ତାଙ୍କ ସଫଳତାରେ ଭାରତରେ ଖୁସିର ମାହୋଲ ଦେଖାଯାଇଛି। ଏଥିରେ ସାମିଲ ହୋଇନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଏକ୍ସରେ ମନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏକ ଐତିହାସିକ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ପ୍ରଥମ ପଦକ ଜିତିବା ପାଇଁ ମନୁ ଭାକରଙ୍କୁ ଅଭିନନ୍ଦନ। ଏହି ସଫଳତା ଆହୁରି ସ୍ବତନ୍ତ୍ର କାରଣ ସେ ପ୍ରଥମ ମହିଳା ହୋଇ ଭାରତ ପାଇଁ ଶୁଟିଂରେ ପଦକ ଜିତିଛନ୍ତି। ଏକ ଅବିଶ୍ୱସନୀୟ ସଫଳତା।
୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ମନୁ ଭାକର ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ୨୨୧.୭ ସ୍କୋର ସହିତ ବ୍ରୋଞ୍ଜ ପଦକ ଜିତିଥିଲେ। ଫାଇନାଲରେ ମନୁ ଆରମ୍ଭରୁ ତୃତୀୟ ସ୍ଥାନ ବଜାୟ ରଖିଥିଲେ ଏହି କାର୍ଯ୍ୟକ୍ରମର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଦକ୍ଷିଣ କୋରିଆର ଦୁଇଜଣ ଆଥଲେଟ ଜିତିଥିଲେ। ଓହ ୟେ ଜିନ ୨୪୩.୨ ସ୍କୋର ସହିତ ସ୍ବର୍ଣ୍ଣ ପଦକ ଏବଂ କିମ ୟେଜି ୨୪୧.୩ ସ୍କୋର ସହିତ ରୌପ୍ୟ ପଦକ ଜିତିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri