Posted inଜାତୀୟ

ଚାଲିଛି ଉପରାଷ୍ଟ୍ରପତି ମତଦାନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୬।୮: ଚାଲିଛି ଉପରାଷ୍ଟ୍ରପତି ନିର୍ବାଚନ। ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ନୂଆଦିଲ୍ଲୀର ସଂସଦ ଗୃହରେ ପୂର୍ବାହ୍ନ ୧୦ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ଭୋଟ ଗଣତି ଆରମ୍ଭ ହେବ।
ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନକୁ ଆସି ନିଜ ମତ ସାବ୍ୟସ୍ତ କରିଛନ୍ତି।
ଉପରାଷ୍ଟ୍ରପତି ନିର୍ବାଚନ ଦୁଇଜଣ ପୂର୍ବତନ ରାଜ୍ୟପାଳ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନକରଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଛିଡ଼ା କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

ପେଟ୍ରୋଲ ଚିନ୍ତା ଦୂର! ଅକ୍ଟୋବରରେ ଆସିବ ୧୦୦%…ଗଡକରୀଙ୍କ ବଡ଼ ଘୋଷଣାକୁ ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୯: E20 ପେଟ୍ରୋଲକୁ ନେଇ ଦେଶରେ ବିତର୍କ ଚାଲିଥିବା ବେଳେ ଇଥାନଲ ଇନ୍ଧନକୁ ନେଇ ପୁଣିଥରେ ସରକାରଙ୍କ ପକ୍ଷ ରଖିଛନ୍ତି କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ…

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?