Posted inଜାତୀୟ

ଭାରତ ସରକାରଙ୍କ ପାଇଁ ବଡ ପ୍ରାଥମିକତା ରାଜସ୍ଥାନର ବିକାଶ: ମୋଦି

ଜୟପୁର,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜସ୍ଥାନର ଚିତ୍ତୋରଗଡରେ ୭୨୦୦ କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ରାଜ୍ୟବାସୀଙ୍କୁ ପ୍ରଦାନ କରିଛନ୍ତି। ଏହି ସମୟରେ ସେ ଲୋକମାନଙ୍କୁ ସମ୍ବୋଧିତ କରିଥିଲେ।

ଏକ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆଜି ପୂଜ୍ୟ ବାପୁ ଏବଂ ଲାଲ ବାହାଦୂର ଶାସ୍ତ୍ରୀ ଜୀଙ୍କର ଜନ୍ମ ବାର୍ଷିକୀ, ଯାହା ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଗତକାଲି, ଅର୍ଥାତ୍‌ ୧ ଅକ୍ଟୋବରରେ, ରାଜସ୍ଥାନ ସମେତ ସମଗ୍ର ଦେଶ ସ୍ବଚ୍ଛତା ସମ୍ବନ୍ଧରେ ଏକ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ସ୍ବଚ୍ଛତା ଅଭିଯାନକୁ ଏକ ଜନ ଆନ୍ଦୋଳନ କରିଥିବାରୁ ମୁଁ ସମସ୍ତ ଦେଶବାସୀଙ୍କୁ କୃତଜ୍ଞତା ଜଣାଉଛି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପୂଜ୍ୟ ବାପୁ ସ୍ବଚ୍ଛତା, ଆତ୍ମର୍ନିଭରଶୀଳତା ଏବଂ ସର୍ବଦଳୀୟ ବିକାଶ ପାଇଁ ଅତ୍ୟନ୍ତ ଆଗ୍ରହୀ ଥିଲେ। ଗତ ୯ବର୍ଷରେ, ଦେଶ ବାପୁଙ୍କ ଏହି ମୂଲ୍ୟବୋଧକୁ ବହୁଗୁଣିତ କରିଛି। ଆଜି ଚିତ୍ତୋରଗଡରେ ଆରମ୍ଭ ହୋଇଥିବା ୭୨୦୦ କୋଟି ଟଙ୍କାର ପ୍ରକଳ୍ପରେ ଏହା ମଧ୍ୟ ପ୍ରତିଫଳିତ ହୋଇଛି ।
ରାଜସ୍ଥାନର ବିକାଶ ଭାରତ ସରକାରଙ୍କ ପାଇଁ ଏକ ବଡ ପ୍ରାଥମିକତା। ରାଜସ୍ଥାନର ଏକ୍ସପ୍ରେସୱେ, ରାଜପଥ ଏବଂ ରେଳ ପରି ଆଧୁନିକ ଭିତ୍ତିଭୂମି ଉପରେ ଆମେ ବହୁତ ଧ୍ୟାନ ଦେଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?