Posted inଜାତୀୟ

ରମଜାନ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବିତ୍ର ରମଜାନ ମାସ ଆରମ୍ଭ ଅବସରରେ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ରମଜାନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଏହି ପବିତ୍ର ମାସ ସମାଜରେ ଏକତା ଏବଂ ଭାଇଚାରାର ଭାବନା ବିକଶିତ କରୁ।
ଆଜିଠାରୁ ଦିଲ୍ଲୀ ସମେତ ଦେଶର ଅନ୍ୟାନ୍ୟ ଦେଶରେ ରମଜାନ ଆରମ୍ଭ ହେଉଛି। ଇସଲାମ ଧର୍ମରେ ଏହି ପବିତ୍ର ମାସ ୨୯ କିମ୍ବା ୩୦ ଦିନ ଅଟେ। ଗୋଟିଏ ମାସରେ ଦିନ ସଂଖ୍ୟା ଚନ୍ଦ୍ର ଦେଖିବା ଉପରେ ନିର୍ଭର କରେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ସରକାରଙ୍କ ବଡ଼ ସୂଚନା: ବଢିବ ଅଙ୍ଗନବାଡ଼ି କର୍ମୀଙ୍କ ଦରମା! ଜାଣନ୍ତୁ କେତେ…

ଭୁବନେଶ୍ୱର,୩୦।୭: ରାଜ୍ୟର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ମାନଙ୍କ ପାଇଁ ଏକ ବଡ଼ ଖୁସିଖବର ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାରୀ ସ୍ତରରେ ସେମାନଙ୍କ ଦରମା ବୃଦ୍ଧି…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଅଗ୍ନିବୀରଙ୍କ ପାଇଁ ଏସ୍‌ଏସ୍‌ବିରେ ୫୦% କନ୍‌ଷ୍ଟେବଲ ପଦବୀ ସଂରକ୍ଷିତ

ନୂଆଦିଲ୍ଲୀ,୩୦ା୭: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସଶସ୍ତ୍ର ସୀମା ବଳ (ଏସ୍‌ଏସ୍‌ବି) (ଯୁଦ୍ଧ ପାଇଁ ପ୍ରସ୍ତୁତ ସାଧାରଣ ଡ୍ୟୁଟି) ଗ୍ରୁପ୍‌ ‘ସି’ ପଦବୀ ନିଯୁକ୍ତି ନିୟମାବଳୀ, ୨୦୨୬ ଉପରେ…

ପରିବହନ ପ୍ରଦୂଷଣରୁ ପ୍ରତି ୬ ମିନିଟ୍‌ରେ ଜଣକ ଅକାଳ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୭: ସଡ଼କ ପରିବହନଜନିତ ପ୍ରଦୂଷଣ ଭାରତରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ସମସ୍ୟା ସୃଷ୍ଟି କରିଛି। ୨୦୨୪ରେ ଗାଡ଼ିମୋଟରଜନିତ ପ୍ରଦୂଷଣ କାରଣରୁ ପ୍ରତି ୬ ମିନିଟ୍‌ରେ ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri