Posted inଜାତୀୟ

ମୁଲାୟମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୨ ।୧୧: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟୁଇଟ୍ କରି କହିଛନ୍ତି ମୁଲାୟମ ସିଂ ଯାଦବଙ୍କର ଭାରତୀୟ ରାଜନୀତିରେ ମହତ୍ୱପୂର୍ଣ୍ଣ ଯୋଗଦାନ ରହିଛି । ଏହାସହ ସେ ମୁଲାୟମଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି । ଏହାସହ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବି ଟୁଇଟ୍ କରି ମୁଲାୟମଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ପ୍ରଭୁ ଶ୍ରୀରାମ ତାଙ୍କୁ ସୁସ୍ଥ ରଖନ୍ତୁ ଓ ଦୀର୍ଘାୟୁ କରନ୍ତୁ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍‌ଜିଦରେ ଜାତୀୟ ସଙ୍ଗୀତକୁ ବିରୋଧ

ଆଗ୍ରା, ୨୦।୮: ମସ୍‌ଜିଦ ପରିସରରେ ଜାତୀୟ ସଙ୍ଗୀତ ଗାନ କରିବା ଇସ୍‌ଲାମ ବିରୋଧୀ ଦର୍ଶାଇଥିଲେ ଆଗ୍ରା ଜାମା ମସ୍‌ଜିଦ୍‌ର ଜଣେ ଖ୍ୟାତନାମା ମୌଲବୀ। ଏଥି ଲାଗି...

ସାକ୍ଷୀ-ଅଜିନେଶ୍‌ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ

ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ  ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ...

ବ୍ୟାଣ୍ଡ୍‌-ବାଜା ସହ ପହଞ୍ଚିଲେ ବର, କନ୍ୟା ଘରେ ପଡିଥିଲା ତାଲା: ଆଉ ତା’ପରେ

ଚଣ୍ଡିଗଡ,୨୬।୧: ପଞ୍ଜାବର ମୋଗା ଜିଲାରେ ଏକ ରୋଚକ ଘଟଣା ଘଟିଛି। ବ୍ୟାଣ୍ଡବାଜା ସହ ବର କନ୍ୟା ଘରେ ପହଞ୍ଚିବା ପରେ ସେଠାରେ ଏକ ଅଜବ ପରିସ୍ଥିତି...

ପୁଅକୁ ପରୀକ୍ଷା କେନ୍ଦ୍ରକୁ ନେବା ପାଇଁ ୧୦୫ କିଲୋମିଟର ସାଇକେଲ ଚଲାଇଲେ ଅସହାୟ ବାପା

ଭୋପାଳ,୨୦ା୮: କରୋନା ମହାମାରୀ ଯୋଗୁ ବସ୍‌ ସେବା ବନ୍ଦ ରହିଛି। ଏହି ସମୟରେ ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର ବିଶେଷ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ଏହି ମନ୍ଦିରରେ ଓଲଟା ସ୍ବସ୍ତିକ ତିଆରି କଲେ ମାନସିକ ହୁଏ ପୂରଣ…

ଭାରତରେ ଅନେକ ସ୍ଥାନରେ ଗଣେଶ ମନ୍ଦିର ରହିଛି। ଏସବୁ ମନ୍ଦିରରେ ସାଧାରଣତଃ ଗଣେଶଙ୍କ ପଥର ଅବା ଧାତୁ ନିର୍ମିତ ମୂର୍ତ୍ତି ପୂଜା ପାହାନ୍ତିି । ତେବେ...

ପାର୍ଲାମେଣ୍ଟରେ ରିପୋର୍ଟ ଚିରିବା ଘଟଣା: ଟିଏମ୍‌ସି ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୩।୭: ପେଗାସସ ମାମଲାକୁ ନେଇ ଉଠିଥିବା ଝଡ ପାର୍ଲାମେଣ୍ଟକୁ ଏକପ୍ରକାର ଅଚଳ କରିଦେଇଛି। ଏସବୁ ଭିତରେ ପାର୍ଲାମେଣ୍ଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଥିଲା। ରାଜ୍ୟ...

ରାଜ ଠାକରେ କରୋନାରେ ସଂକ୍ରମିତ

ମୁମ୍ବାଇ,୨୩ ।୧୦: ମହାରାଷ୍ଟ୍ର ନିବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ଅଧ୍ୟକ୍ଷ ରାଜ ଠାକରେ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡିଛି । ତାଙ୍କ ମା’ଙ୍କର ମଧ୍ୟ କରୋନା...

ଶାହରୁଖ ଖାନ୍‌ଙ୍କ ପୁଅ ପାଇଁ ସୁପ୍ରିମକୋର୍ଟ ଗଲା ଶିବସେନା

ମୁମ୍ବାଇ,୧୯।୧୦: କ୍ରୁଜ ଡ୍ରଗ୍ସ ପାର୍ଟିରେ ଗିରଫ ହୋଇଥିବା ଅଭିନେତା ଶାହରୁଖ ଖାନଙ୍କ ଆର୍ଯ୍ୟନଙ୍କ ମୌଳିକ ଅଧିକାରର ସୁରକ୍ଷା ଦାବିରେ ଶିବସେନା ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ...

Advertisement
Archives

Model This Week