Posted inଜାତୀୟ

‘ଇଦ୍‌-ଉଲ୍‌-ଫିତର’ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୫: ସମଗ୍ର ଦେଶରେ ଆଜି ଇଦ୍‌-ଉଲ୍‌-ଫିତର ପର୍ବ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଅନ୍ୟାନ୍ୟ ବଡ ନେତା ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି,ଇଦ୍‌-ଉଲ୍‌-ଫିତରର ଶୁଭେଚ୍ଛା। ଏହି ଶୁଭ ଉତ୍ସବ ଆମ ସମାଜରେ ଏକତା ଏବଂ ଭାଇଚାରା ବଢାଉ। ସମସ୍ତେ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ପ୍ରାପ୍ତ ହୁଅନ୍ତୁ।

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ଇଦ୍‌-ଉଲ୍‌-ଫିତରର ବିଶେଷ ଉତ୍ସବରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି ପର୍ବ ସୁଖ, ଶାନ୍ତି ଏବଂ ସମୃଦ୍ଧତା ଆଣୁ।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲେଖିଛନ୍ତି, ଇଦ ଶୁଭେଚ୍ଛା। ଏହି ପବିତ୍ର ପର୍ବ ଆମ ସମସ୍ତଙ୍କୁ ଭାଇଚାରା ଏବଂ ସୌହାର୍ଦ୍ଦ୍ୟର ବନ୍ଧନରେ ବାନ୍ଧି ରଖୁ।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନାରେ ଯୋଗଦେଲେ ସଲମାନଙ୍କ ବଡିଗାର୍ଡ ଶେରା

ମୁମ୍ବାଇ,୧୯।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୩ ଦିନ ବାକିଥିବା ବେଳେ ଶୁକ୍ରବାର ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁଙ୍କ ବଡିଗାର୍ଡ ଗୁରମିତ ସିଂ(ଶେରା) ରାଜନୀତିରେ...

ବସ୍ତିରେ ଝାଡ଼ୁ ମାରିଲେ ପ୍ରିୟଙ୍କା

ଲକ୍ଷ୍ନୌ,୮।୧୦: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଉତ୍ତର ପ୍ରଦେଶର ହିଂସା ପ୍ରଭାବିତ ଲଖିମପୁର ଖେରି ଯିବାବେଳେ ସୋମବାର ତାଙ୍କୁ ପୋଲିସ ଅଟକ ରଖିଥିଲା। ପରେ...

କରୋନା ତାଣ୍ଡବ: ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି…

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

ରିପବ୍ଲିକ ଟିଭିର ୧୦୦୦ କର୍ମଚାରୀଙ୍କ ବିରୋଧରେ ଏତଲା

ମୁମ୍ବାଇ,୨୩।୧୦-ଟିଆରପି ସ୍କାମ ମାମଲାରେ ମୁମ୍ବାଇ ପୋଲିସ ଶୁକ୍ରବାର ରିପବ୍ଲିକ ଟିଭିର ସମସ୍ତ କର୍ମଚାରୀଙ୍କ ବିରୋଧରେ ଏତଲା ଦାଖଲ କରିଛି। ରିପବ୍ଲିକ ଟିଭି ଏବଂ ରିପବ୍ଲିକ ଭାରତରେ...

ସନ୍ଧ୍ୟାରେ ଭାଜପାର କୋର କମିଟି ବୈଠକ, ଉପନିର୍ବାଚନ ପାଇଁ ଦଳ କାହାକୁ କରିବ ପ୍ରାର୍ଥୀ ହେବ ଆଲୋଚନା

ଲକ୍ଷ୍ନୌ,୯।୧୧: ଡିସେମ୍ବର ୫ରେ ମେନପୁରୀ ଲୋକସଭା ଏବଂ ରାମପୁର ବିଧାନସଭା ଉପନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବୁଧବାର କୋର କମିଟି ବୈଠକ ବସିବ।...

ଦିଲ୍ଲୀ ଦଙ୍ଗା ଉପରେ ଆଲୋଚନା ହୋଲି ପରେ: ବାଚସ୍ପତି

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ଦଙ୍ଗା ଉପରେ ସରକାର ଆଲୋଚନା କରନ୍ତୁ ବୋଲି ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଦାବି କରାଯାଉଛି। ଏନେଇ ଲୋକ ସଭା ବାଚସ୍ପତି ଓମ୍‌ ବିରଳା...

ବଢିଲା ‘ଗୋ ଫାଷ୍ଟ’ର ସମସ୍ୟା: ୨ ସପ୍ତାହ ମଧ୍ୟରେ ୧୫୦ରୁ ଅଧିକ କର୍ମଚାରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୧୭।୮: ଆର୍ଥିକ ଅସୁବିଧାର ସମ୍ମୁଖୀନ ହେଉଥିବା ଏୟାରଲାଇନ କମ୍ପାନୀ ଗୋ ଫାଷ୍ଟର ସମସ୍ୟା କମିବାର ନାଁ ନେଉନାହିଁ । ଗୋଟିଏ ପଟେ କମ୍ପାନୀ ଦୀର୍ଘ ଦିନ...

ରେଲଓ୍ବେ ଷ୍ଟେଶନରେ ସୁଲଭ ମୂଲ୍ୟରେ ମିଳିବ ଔଷଧ

ନୂଆଦିଲ୍ଲୀ,୧୭।୮: ବଦଳୁଥିବା ସମୟ ଅନୁଯାୟୀ ଭାରତୀର ରେଲଓ୍ବେ ଏବେ ତା’ର ଯାତ୍ରୀଙ୍କୁ ଅଧିକରୁ ଅଧିକ ସୁବିଧା ଯୋଗାଇ ଦେବାକୁ ପ୍ରୟାସ ଜାରି ରଖିଛି। ଯଦି ରେଲଓ୍ବେ...

Advertisement
Archives

Model This Week