Posted inଜାତୀୟ

ମୋଦିଙ୍କ ଡିଗ୍ରୀ ମାଗିବା ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ

ନୂଆଦିଲ୍ଲୀ,୩୧ ।୩: ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାଗିବା ମାମଲାର ରାୟ ଶୁକ୍ରବାର ଗୁଜରାଟ ହାଇକୋର୍ଟ ଦେଇଛନ୍ତି । କୋର୍ଟ କେନ୍ଦ୍ରୀୟ ସୂଚନା ଆୟୋଗ(ସିଆଇସି)ର ଏହି ନିର୍ଦ୍ଦେଶକୁ ଖାରଜ କରିଦେଇଛନ୍ତି । ଯେଉଁଥିରେ ଗୁଜରାଟ ୟୁନିଭର୍ସିଟିକୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ସମ୍ପର୍କରେ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା ।
ଜଷ୍ଟିଶ ବିରେନ ବୈଷ୍ଣବ କହିଛନ୍ତି ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମଓ)କୁ ତାଙ୍କ ଗ୍ରାଜୁଏଶନ ଡିଗ୍ରୀ ପ୍ରମାଣପତ୍ର ଦେବାର ଆବଶ୍ୟକତା ନାହିଁ । କୋର୍ଟ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଉପରେ ୨୫,୦୦୦ ଟଙ୍କାର ଜରିମାନା ଲଗାଇଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଡିଗ୍ରୀ ପ୍ରମାଣପତ୍ରର ବିବରଣୀ ମାଗିଥିଲେ ।
ହାଇକୋର୍ଟଙ୍କ ରାୟ ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କଡା ପ୍ରତିକ୍ରିୟା ଦେଇଥିଲେ । ସେ ଟୁଇଟ କରି କହିଥିଲେ, କ’ଣ ଦେଶର ଜନତାଙ୍କୁ ଏହା ଜାଣିବାର ଅଧିକାର ନାହିଁ କି ତାଙ୍କ ପ୍ରଧାନମନ୍ତ୍ରୀଙ୍କ ଯୋଗ୍ୟତା କେତେ । କୋର୍ଟରେ ସେ ଡିଗ୍ରୀ ଦେଖାଇବାକୁ ଜବରଦସ୍ତ ବିରୋଧ କରିଥିଲେ । କାହିଁକି । ଆଉ ତାଙ୍କ ଡିଗ୍ରୀ ଦେଖିବାକୁ ଦାବି କରିଥିବା ବ୍ୟକ୍ତିଙ୍କ ଉପରେ ଜରିମାନା କରାଯିବ । ଏହା କ’ଣ ଚାଲିଛି । ନିରକ୍ଷର ଅବା କମ ଶିକ୍ଷିତ ପ୍ରଧାନମନ୍ତ୍ରୀ ଦେଶ ପାଇଁ ବିପଦ ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri