Odisha Elections 2024
Posted inଜାତୀୟ

ଆଜି ଇସ୍ରୋର ବୈଜ୍ଞାନିକମାନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ଏଥେନ୍ସରୁ ବାହାରି ଶନିବାର ଭାରତରେ ପହଞ୍ଚିଛନ୍ତି। ଦକ୍ଷିଣ ଆଫ୍ରିକା ଏବଂ ଗ୍ରୀସ ଗସ୍ତରେ ତାଙ୍କର ଦୁଇ ଦେଶ ଗସ୍ତ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ସିଧା କର୍ନାଟକର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ଏହି ସମୟରେ ସେ ଶନିବାର ଚନ୍ଦ୍ରୟାନ -୩ ମିଶନରେ ଜଡିତ ଇସ୍ରୋ ବୈଜ୍ଞାନିକମାନଙ୍କୁ ଭେଟିବେ।

ଚନ୍ଦ୍ରୟାନ -୩ର ସଫଳତା ପରେ ତୁରନ୍ତ ଅଗଷ୍ଟ ୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରୋ ମୁଖ୍ୟ ଏସ ସୋମନାଥଙ୍କୁ ଫୋନ କରି ତାଙ୍କୁ ଅଭିନନ୍ଦନ ଜଣାଇବା ସହ ବୈଜ୍ଞାନିକମାନଙ୍କୁ ଭେଟିବାକୁ କହିଥିଲେ।

ସୂଚନାନୁସାରେ, ଏହି ସମୟ ମଧ୍ୟରେ କାର୍ଯ୍ୟକର୍ତ୍ତାଙ୍କୁ ଭାଜପା ପତାକା ବଦଳରେ ତ୍ରିରଙ୍ଗା ରଖିବାକୁ କୁହାଯାଇଛି। ଭାଜପାର ସ୍ଲୋଗାନ ନ ଉଠାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ଏକ ଘଣ୍ଟା ଇସ୍ରୋରେ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହା ରାଜନୀତିର ଚାଣକ୍ୟ, ଆଙ୍କରଙ୍କଠାରୁ ଏମିତି କଥା ଶୁଣି ଏମିତି ପ୍ରତିକ୍ରିୟା ଦେଲେ ଶାହା

ନୂଆଦିଲ୍ଲୀ,୧୭।୫: ଆଜିକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ରାଜନୀତିର ଚାଣକ୍ୟ କୁହାଯାଉଛି। ଏନେଇ ନିଜେ ମତ ରଖିଛନ୍ତି ଅମିତ ଶାହା।

ପିକେଙ୍କ ଭବିଷ୍ୟବାଣୀ ବଢାଇପାରେ ରାଜନୀତିର ପାରା! କେତେ ଆସନରେ ଜିତିବ ଭାଜପା କହିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୭।୫: ରାଜନୀତିର ବିଶ୍ଳେଷକ ବା ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ଅନେକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

ବହୁମତ ହାସଲ ନ କଲେ କ’ଣ ରହିବ ଭାଜପାର ପ୍ଲାନ୍‌ ବି: ଜାଣନ୍ତୁ କ’ଣ କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୭।୫: ଲୋକ ସଭା ନିର୍ବାଚନର ଚାରୋଟି ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏନଡିଏ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବ ବୋଲି ଦାବି କରିଛି ଭାଜପା।...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଶସ୍ତା ହେଲା ୪୧ ଔଷଧର ଦାମ୍‌

ନୂଆଦିଲ୍ଲୀ,୧୭।୫:ମଧୁମେହ, ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ, ସଂକ୍ରମଣ ଏବଂ ଆଲର୍ଜି ପାଇଁ ଔଷଧ ଶସ୍ତା ହୋଇଛି। କେନ୍ଦ୍ର ସରକାର ଏହିସବୁ ଔଷଧ ଗୁଡିକର ନୂତନ ମୂଲ୍ୟ ସ୍ଥିର...

୩ ବର୍ଷର ଝିଅକୁ କାର୍‌ ଭିତରେ ଛାଡି ମା’ବାପା ଗଲେ ବିବାହ ଭୋଜି: ପରେ ଆସି ଦେଖିବାରୁ…

କୋଟା, ୧୭।୫:ରାଜସ୍ଥାନର କୋଟାରେ ଗୁରୁବାର ଏକ ବନ୍ଦ କାର୍‌ରେ ଜଣେ ୩ ବର୍ଷୀୟା ଝିଅର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ସ୍ଥାନୀୟ ବାସିନ୍ଦା ପ୍ରଦୀପ ନାଗର...

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

କୋଲକତା,୧୭।୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ...

ଜିତିଲେ ସିବଲ, ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ,୧୬।୫: ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର (୧୬ ମେ’) ରେ ଅନୁଷ୍ଠିତ ନିର୍ବାଚନରେ କପିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri