Posted inଜାତୀୟ

ଆସାମ ଗସ୍ତରେ ମୋଦି: ଭୂମିହୀନଙ୍କୁ ବାଣ୍ଟିଲେ ଜମି ପଟ୍ଟା

ନୂଆଦିଲ୍ଲୀ,୨୩ ।୧: ମିଶନ ବଙ୍ଗାଲ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପ୍ରଥମେ ଆସାମ ଗସ୍ତ କରିଛନ୍ତି । ସେଠାରେ ସେ ପାଖାପାଖି ୧ଲକ୍ଷ ୬ ହଜାର ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ସେଠାରେ ସେ ଏକ ଜନସଭାକୁ ଉଦ୍‌ବୋଧନ ଦେଇ କହିଛନ୍ତି ପୃଥିବୀ ହେଉଛି ଆମର ମା’ ସମାନ । ବିରୋଧିଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ପୂର୍ବରୁ ଥିବା ସରକାର ଭୂମିହୀନଙ୍କୁ ଜମି ଦେବା କଥା କେବେ ଭାବି ନ ଥିଲେ ବା ଏଥିରେ ତାଙ୍କର କୌଣସି ଆଗ୍ରହ ନ ଥିଲା । ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ପ୍ରଥମେ ସାଢେ ୨ଲକ୍ଷ ପରିବାରକୁ ଜମି ପଟ୍ଟା ଦେଇଥିବା ବେଳେ ଏବେ ଏଥିରେ ଆଉ ୧ ଲକ୍ଷ ପରିବାର ଯୋଡି ହୋଇ ଯାଇଛନ୍ତି । ଏହାପରେ ମୋଦି କୋଲକାତା ଗସ୍ତ କରିବେ ଓ ଗୋଟିଏ ମଞ୍ଚରେ ମମତା ଓ ମୋଦି ଏକାଠି ହେବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?