Posted inଜାତୀୟ

ଦୀର୍ଘ ୪୮ ଘଣ୍ଟାର ଧ୍ୟାନ ଶେଷ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଚେନ୍ନାଇ,୧ା୬: ତାମିଲନାଡୁର କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲରେ ଶିଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଧ୍ୟାନ ସମାପ୍ତ କରିଛନ୍ତି। ଗୁରୁବାର ସଦ୍ଧ୍ୟରେ ପ୍ରଧାନମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ଶେଷ କରି କାନ୍ୟମୁକରି ଯାଇ ଧ୍ୟାନରେ ବସିଥିଲେ। ପ୍ରଧାନମନ୍ତ୍ରୀ ପ୍ରାୟ ୪୫ ଘଣ୍ଟା ଧ୍ୟାନରେ ବସିଥିଲେ।

ସ୍ୱାମୀ ବିବେକାନନ୍ଦ ଯେଉଁ ସ୍ଥାନରେ ଧ୍ୟାନ କରିଥିଲେ ସମାନ ସେହି ଧ୍ୟାନ ମଣ୍ଡପରେ ମୋଦି ଦିନ ରାତି ବସି ଧ୍ୟାନ କରିଥିଲେ। ମେ ୩୦ ରେ ହେଲିକପ୍ଟର ଯୋଗେ ନିକଟସ୍ଥ ତିରୁଭନନ୍ତପୁରମରୁ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦି ଭଗବତୀ ଆମ୍ମାନ ମନ୍ଦିରରେ ପୂଜା କରିଥିଲେ ଏବଂ ଏକ ଜାହାଜ ଦ୍ୱାରା ବିବେକାନନ୍ଦ ମେମୋରିଆଲରେ ଶିଳା ନିକଟରେ ପହଞ୍ଚି ଧ୍ୟାନ ଆରମ୍ଭ କରିଥିଲେ।

ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ଏହା ସ୍ମାରକୀ ନିକଟକୁ ଯାଇଥିଲେ। ୧୮୯୨ ଶେଷ ଆଡକୁ ସମୁଦ୍ର ଭିତରେ ଥିବା ଏହି ଶିଳାରେ ସ୍ୱାମୀ ବିବେକାନନ୍ଦ ଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri