Posted inଜାତୀୟ

ଦୀର୍ଘ ୪୮ ଘଣ୍ଟାର ଧ୍ୟାନ ଶେଷ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଚେନ୍ନାଇ,୧ା୬: ତାମିଲନାଡୁର କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲରେ ଶିଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଧ୍ୟାନ ସମାପ୍ତ କରିଛନ୍ତି। ଗୁରୁବାର ସଦ୍ଧ୍ୟରେ ପ୍ରଧାନମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ଶେଷ କରି କାନ୍ୟମୁକରି ଯାଇ ଧ୍ୟାନରେ ବସିଥିଲେ। ପ୍ରଧାନମନ୍ତ୍ରୀ ପ୍ରାୟ ୪୫ ଘଣ୍ଟା ଧ୍ୟାନରେ ବସିଥିଲେ।

ସ୍ୱାମୀ ବିବେକାନନ୍ଦ ଯେଉଁ ସ୍ଥାନରେ ଧ୍ୟାନ କରିଥିଲେ ସମାନ ସେହି ଧ୍ୟାନ ମଣ୍ଡପରେ ମୋଦି ଦିନ ରାତି ବସି ଧ୍ୟାନ କରିଥିଲେ। ମେ ୩୦ ରେ ହେଲିକପ୍ଟର ଯୋଗେ ନିକଟସ୍ଥ ତିରୁଭନନ୍ତପୁରମରୁ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ମୋଦି ଭଗବତୀ ଆମ୍ମାନ ମନ୍ଦିରରେ ପୂଜା କରିଥିଲେ ଏବଂ ଏକ ଜାହାଜ ଦ୍ୱାରା ବିବେକାନନ୍ଦ ମେମୋରିଆଲରେ ଶିଳା ନିକଟରେ ପହଞ୍ଚି ଧ୍ୟାନ ଆରମ୍ଭ କରିଥିଲେ।

ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ଏହା ସ୍ମାରକୀ ନିକଟକୁ ଯାଇଥିଲେ। ୧୮୯୨ ଶେଷ ଆଡକୁ ସମୁଦ୍ର ଭିତରେ ଥିବା ଏହି ଶିଳାରେ ସ୍ୱାମୀ ବିବେକାନନ୍ଦ ଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୯ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୪ା୧୧ (ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ନଭେମ୍ବର ୯ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ…

ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଭାରତ, ଦେଖନ୍ତୁ ୨ ଦଳର ପ୍ଲେଇଙ୍ଗ୍‌ ୧୧

ନୂଆଦିଲ୍ଲୀ, ୪।୧୧: ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ଅକ୍ଲାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଖେଳାଯିବ। ତେବେ ଭାରତର ଅଧିନାୟକ ଶୁଭମନ ଗିଲ ଟସ୍‌ ଜିତି ପ୍ରଥମେ…

ଅପହୃତ ମାଛଧରା ଜାହାଜ ସହ ୨୦ ଇରାନୀୟ ନାବିକଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା

ନୂଆଦିଲ୍ଲୀ, ୪ା୧୧: ୪୮ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିବା ଏକ ଦ୍ରୁତ ଅପରେଶନରେ ଭାରତୀୟ ନୌସେନା ସୋମାଲିଆ ଉପକୂଳରୁ ୨୦ ଜଣ ଇରାନୀୟ କର୍ମଚାରୀଙ୍କ ସହ ଏକ…

ଏନ୍‌ସିରୁ ଇସ୍ତଫା ଦେଲେ ଆଗା ରୁହୁଲ୍ଲା

ବଡଗାମ,୪ା୧୧: ଶ୍ରୀନଗର ଲୋକ ସଭା ସଦସ୍ୟ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି। ସେ ଦଳର ନେତୃତ୍ୱ ଉପରେ ଧାରା ୩୭୦ର…

ଆଜି ପ୍ରଥମ ଦିନିକିଆ: ପେସ୍‌ ଆଟାକ୍‌ ଭାରତ ପାଇଁ ଚିନ୍ତାର କାରଣ

ଅକ୍‌ଲାଣ୍ଡ, ୪ା୧୧: ସ୍ଥାନୀୟ ଇଡେନ୍‌ ପାର୍କଠାରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। କ୍ୟାରିୟରରେ ଅନ୍ତିମଥର ପାଇଁ…

ବିକ୍ଷୋଭ ପାଇଁ ଅନିର୍ଦ୍ଦିଷ୍ଟ କାଳ ସ୍ଥାନ ଦଖଲ ହୋଇପାରିବନି

ନୂଆଦିଲ୍ଲୀ,୪ା୧୧: ବିକ୍ଷୋଭ କରିବା ପାଇଁ କେହି ଏକ ସ୍ଥାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଦଖଲ କରିପାରିବେ ନାହଁି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏପରିକି ବିକ୍ଷୋଭ ପାଇଁ…

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…

ରାହୁଲଙ୍କୁ ଅମିତ ଶାହାଙ୍କ ଚ୍ୟାଲେଞ୍ଜ: ସବୁ ପ୍ରସଙ୍ଗରେ ସଂସଦରେ ଆଲୋଚନା….

ନୂଆଦିଲ୍ଲୀ,୩।୧୧ : ସଂସଦରେ ପ୍ରତ୍ୟେକ ପ୍ରସଙ୍ଗରେ ଆଲୋଚନା କରିବାକୁ ମୋଦି ସରକାର ପ୍ରସ୍ତୁତ। ଏଥିରେ SIR ପ୍ରସଙ୍ଗ ମଧ୍ୟ ସାମିଲ ରହିଛି । ଏଥିପାଇଁ ଲୋକସଭାର ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?